AFFILIATE MARKETING

https://binomo.com?a=90810425bb57&t=0

Wednesday, November 8, 2023

ବୃଦ୍ଧଙ୍କୁ ଟାଙ୍ଗିଆରେ ହାଣି ବୀଭତ୍ସ ହତ୍ୟା

COASTAL NEWS ODIA 1389

ବୃଦ୍ଧଙ୍କୁ ଟାଙ୍ଗିଆରେ ହାଣି ବୀଭତ୍ସ ହତ୍ୟା



ଜଗତସିଂହପୁର  : (CNO) ଭଞ୍ଜ ବିହାରୀ ମହାନ୍ତି - ବୃଦ୍ଧଙ୍କୁ ଟାଙ୍ଗିଆରେ ହାଣି ବୀଭତ୍ସ ହତ୍ୟା । ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ଥାନା ସାଇଲୋ ପଞ୍ଚାୟତ ହିତରଣ ଗାଁରେ ବୃଦ୍ଧଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲା ଯୁବକ। ମୃତକ ହେଲେ ବିନୋଦ ଦାସ। ଅଭିଯୁକ୍ତ ସୁବାସ ବିଶ୍ୱାଳକୁ ତିର୍ତ୍ତୋଲ ଥାନାରେ ଅଟକ ରଖାଯାଇଛି।

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ହତ୍ୟା କରିଥିବା ସନ୍ଦେହ କରାଯାଉଛି । ବିନୋଦ ସକାଳୁ କ୍ଷୀର ନେଇ ଯିବାବେଳେ ସୁବାସ ଟାଙ୍ଗିଆରେ ତାଙ୍କୁ ଆକ୍ରମଣ କରିଥିଲା । ପ୍ରବଳ ରକ୍ତସ୍ରାବ ହେତୁ ଛଟପଟ ହୋଇ ଘଟଣାସ୍ଥଳରେ ସୁବାସଙ୍କର ମୃତ୍ୟୁ ହୋଇଥିଲା। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି।

No comments:

COASTAL NEWS

ଭାରତର ପ୍ରଥମ ଘରୋଇ ରକେଟ ବିକ୍ରମ-୧ର ଲଞ୍ଚ୍‌ ସଫଳ

ଭାରତର ପ୍ରଥମ ଘରୋଇ ରକେଟ ବିକ୍ରମ-୧ର ଲଞ୍ଚ୍‌ ସଫଳ ସ୍କାଏରୁଟ୍‌ ଏରୋସ୍ପେଶ ପକ୍ଷରୁ ନିର୍ମିତ ବିକ୍ରମ-୧କୁ ଲଞ୍ଚ କଲା ଇସ୍ରୋ ସ୍କାଏରୁଟ୍‌ ଏରୋସ୍ପେଶ ଟିମ୍‌ କୁ ଶୁଭେଚ୍ଛ...