AFFILIATE MARKETING

https://binomo.com?a=90810425bb57&t=0

Monday, November 20, 2023

ଆଜିର ରାଶିଫଳ

COASTAL NEWS ODIA 1482

*🌹🌼👉ମହାବୀର ପଞ୍ଜିକା👈🌼🌹*
 *✧═════•❁❀❁•═════✧*   
 *ଅଦ୍ୟ ନଭେମ୍ବର ମାସ ୨୦ ତାରିଖ ୨୦୨୩ ମସିହା(ସୋମବାର)*
*✧═════•❁❀❁•════✧*
 *ଡ:ବାୟୁନନ୍ଦନ ମିଶ୍ର*  
*✧═════•❁❀❁•═════✧*  
*🌼🌹꧁ ଆଜିର ରାଶିଫଳ꧂🌹🌼*


        *✧═════•❁❀❁•═════✧*

*🌷ମେଷ🌷👉: ଅନ୍ୟମାନଙ୍କ ଭରସା ଜିତିବାରେ ସଫଳ ହେବେ। ରାଜନୀତିରେ ଉଚ୍ଚପଦ ମିଳିପାରେ। ଶତ୍ରୁମାନେ ଆପଣଙ୍କୁ ପରାସ୍ତ କରିବାକୁ ଚେଷ୍ଟା କରିବେ; ହେଲେ କିଛି କରିପାରିବେ ନାହିଁ। ସ୍ବାସ୍ଥ୍ୟ ସମ୍ବନ୍ଧରେ ସତର୍କ ରହନ୍ତୁ।* 
*✧═════•❁❀❁•═════✧*
*🌷ବୃଷ🌷👉: ଭାଗ୍ୟର ସହଯୋଗ ମିଳିବ। ଘର ଓ ଦୋକାନରେ ଲାଗି ରହିଥିବା ସମସ୍ୟାର ସମାଧାନ ହେବ। ଧନଲାଭର ନୂଆ ଅବସର ପ୍ରାପ୍ତ ହେବ। ବନ୍ଧୁଙ୍କ ସହିତ ସିନେମା ଦେଖିବାର ଯୋଜନା କରିପାରନ୍ତି।* 
*✧═════•❁❀❁•═════✧*
*🌷ମିଥୁନ🌷👉: ଦିନଟି ଠିକ୍‌ଠାକ୍‌ ରହିବ। ସଫଳତା ଆପଣଙ୍କ ପାଦ ସ୍ପର୍ଶ କରିବ। ଆପଣଙ୍କ ସରଳତା ପାଇଁ ଆପଣଙ୍କର ପ୍ରିୟବନ୍ଧୁ ଖୁସି ରହିବେ। ବ୍ୟବସାୟରେ ନିଜ  ଜିବିକା ଆରମ୍ଭ କରିବା ପାଇଁ ଦିନଟି ବହୁତ ଭଲ।* 
*✧═════•❁❀❁•═════✧*
*🌷କର୍କଟ🌷👉: ଆଜି ଦିନଟି ଆପଣଙ୍କ ପାଇଁ ଅନୁକୂଳ। ବ୍ୟବସାୟ କ୍ଷେତ୍ରରେ ଆଗକୁ ବଢ଼ିବା ପାଇଁ ନୂଆ ପ୍ରସ୍ତାବ ମିଳିବ। ମହିଳାଙ୍କର ଅଫିସରେ ଉନ୍ନତି ହେବ। ପରିବାର ଲୋକଙ୍କ ସହିତ ତାଳମେଳ ବଜାୟ ରହିବ।* 
*✧═════•❁❀❁•═════✧*
*🌷ସି˚ହ🌷👉: ବ୍ୟକ୍ତିତ୍ବର ବିକାଶ ପାଇଁ ଦିନଟି ବଢ଼ିଆ। କାର୍ଯ୍ୟ କ୍ଷେତ୍ରରେ ବଢ଼ିଆ ଢଙ୍ଗରେ କାମ କରିବେ। ବିଦେଶରେ ଜଡ଼ିତ ବ୍ୟବସାୟୀ ଆଜି ବଡ଼ ଡିଲ୍‌ କରିବେ। ପତିପତ୍ନୀଙ୍କ ମଧୢରେ ପ୍ରେମଭାବ ବୃଦ୍ଧି ହେବ।* 
*✧═════•❁❀❁•═════✧*
*🌷କନ୍ୟା🌷👉: ବନ୍ଧୁ ଓ ପାଖଲୋକଙ୍କ ସହଯୋଗ ପାଇବେ। ଚାକିରି ଓ ଶିକ୍ଷା କ୍ଷେତ୍ରରେ ଉନ୍ନତି ହେବ। ବ୍ୟବସାୟୀଙ୍କୁ ଧନଲାଭ ହେବ। ଲେଖକଙ୍କୁ ପୁରସ୍କାର ମିଳିବ। ବୈବାହିକ ଜୀବନରେ ମଧୁରତା ଆସିବ।* 
*✧═════•❁❀❁•═════✧*
*🌷ତୁଳା🌷👉: ପ୍ରଭୁଙ୍କ ସ୍ମରଣରେ ମନକୁ ଶାନ୍ତି ମିଳିବ। ଯେଉଁ କାମ ମନପ୍ରାଣ ଢାଳି କରିବେ ସଫଳତା ନିଶ୍ଚିତ ପାଇବେ। ଚାକିରିଆଙ୍କୁ ଅଧିକାରୀଙ୍କ ସହଯୋଗ ମିଳିବ। ବଜେଟକୁ ଧୢାନ ରଖି ଖର୍ଚ୍ଚ କରନ୍ତୁ।* 
*✧═════•❁❀❁•═════✧*
*🌷ବିଛା🌷👉: ଆଧୢାତ୍ମିକ ଭାବନାରେ ସମୟ ବିତିବ। ଆପଣଙ୍କ ଇଚ୍ଛା ପୂରା କରିବାରେ ସଫଳ ହେବେ। ଚାକିରିଆଙ୍କୁ ଆଗକୁ ବଢ଼ିବା ଲାଗି ସୁବର୍ଣ୍ଣ ସୁଯୋଗ ମିଳିବ। ପରିବାର ଲାଗି ଦିନଟି ଅନୁକୂଳ ରହିବ।* 
*✧═════•❁❀❁•═════✧*
*🌷ଧନୁ🌷👉: ପୂରାଦିନ ନୂଆ ଉତ୍ସାହଭରା ରହିବେ। ଯାହା ବି କରନ୍ତୁ; ବଡ଼ଙ୍କ ପରାମର୍ଶ ନିଅନ୍ତୁ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ସାମାଜିକ କାର୍ଯ୍ୟ କରିବାର ସୌଭାଗ୍ୟ ପ୍ରାପ୍ତ ହେବ। ବିଲଡରଙ୍କୁ ନୂଆ ସଉଦାରୁ ଲାଭ ହେବ।* 
*✧═════•❁❀❁•═════✧*
*🌷ମକର🌷👉: ଦିନଟି ଆପଣଙ୍କ ପାଇଁ ଖୁବ୍‌ ଭଲ ରହିବ। ମହତ୍ତ୍ବପୂର୍ଣ୍ଣ କଥା ପାଇଁ ଆଗେଇ ଆସନ୍ତୁ ସହଜ ବାର୍ତ୍ତା ହେବ। ଘରେ ଏବଂ ଅଫିସରେ ଖୁସିର ବାତାବରଣ ରହିବ। ରାଜନୀତିରେ ମହତ୍ତ୍ବାକା˚କ୍ଷା ପୂରଣହେବ।* 
*✧═════•❁❀❁•═════✧*
*🌷କୁମ୍ଭ🌷👉: ଆପଣଙ୍କ ଊର୍ଜ ସହଯୋଗୀଙ୍କୁ ପ୍ରଭାବିତ କରିବ। ଶୁଭ ସମାଚାର ମିଳିବା ଯୋଗ ରହିଛି। କ୍ୟାରିୟର ମାମଲାରେ ଆପଣଙ୍କ ସହିତ କିଛି ଭଲ ହେବ। ଯାତାୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ।* 
*✧═════•❁❀❁•═════✧*
*🌷ମୀନ🌷👉:ପାରିବାରିକ କାମରେ ଆଜି ଅଧିକ ସମୟ କଟିବ। ଚାକିରିଆଙ୍କୁ ସହର ବାହାରକୁ ଯିବାକୁ ପଡ଼ିପାରେ।ଆଜି କିଛି ଅସୁବିଧା ନଥିଲେ ମଧ୍ୟ କର୍ମକ୍ଷେତ୍ରରେ କୌଣସି କାରଣକୁ ନେଇ ଟେନସନ୍ ଲାଗିବ।*
*✧═════•❁❀❁•═════✧*

No comments:

COASTAL NEWS

ଦେଶରେ ତୃତୀୟ ପର୍ଯ୍ୟାୟ ଭୋଟର ତାଲିକା ସଂଶୋଧନ ନେଇ ଘୋଷଣା କଲେ ଭାରତୀୟ ନିର୍ବାଚନ କମିଶନ(ଇସିଆଇ)। ଏଥରେ ଓଡ଼ିଶା ପାଳି।

ଦେଶରେ ତୃତୀୟ ପର୍ଯ୍ୟାୟ ଭୋଟର ତାଲିକା ସଂଶୋଧନ ନେଇ ଘୋଷଣା କଲେ ଭାରତୀୟ ନିର୍ବାଚନ କମିଶନ(ଇସିଆଇ)। ଏଥରେ ଓଡ଼ିଶା ପାଳି। ତୃତୀୟ ପର୍ଯ୍ୟାୟରେ ୧୬ ରାଜ୍ୟ ଓ ୩ କେନ୍ଦ୍ର ...