AFFILIATE MARKETING

https://binomo.com?a=90810425bb57&t=0

Saturday, November 11, 2023

ପୁରୀ ରେ 5T ତଥା ନବୀନ ଓଡ଼ିଶାର ଅଧ୍ୟକ୍ଷ ଭି.କାର୍ତ୍ତିକେୟନ ପାଣ୍ଡିଆନ

COASTAL NEWS ODIA 1421

ପୁରୀ ରେ 5T ତଥା ନବୀନ ଓଡ଼ିଶାର ଅଧ୍ୟକ୍ଷ ଭି.କାର୍ତ୍ତିକେୟନ ପାଣ୍ଡିଆନ



ପୁରୀ  : ଭଞ୍ଜ ବିହାରୀ ମହାନ୍ତି - ଆଜି ଭୋରରୁ ପୁରୀ ଗସ୍ତ କରି ପ୍ରଥମେ ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଥିଲେ। ସମୟସୀମା ମଧ୍ୟରେ ପ୍ରକଳ୍ପ କାମ ସାରିବାକୁ ନିର୍ମାଣକାରୀ ସଂସ୍ଥାର ଅଧିକାରୀଙ୍କୁ ନିର୍ଦେଶ ଦେଇଛନ୍ତି । ପ୍ରକଳ୍ପ କାର୍ଯ୍ୟ ସମ୍ପର୍କରେ ବରିଷ୍ଠ ଅଧିକାରୀ ବିଭିନ୍ନ ଦ୍ୱାରରେ ଲାଗିବାକୁ ଥିବା ନାମ ଫଳକ ଓ ଭିନ୍ନ ଭିନ୍ନ ରଙ୍ଗର ସାଇନେଜ ବ୍ୟବସ୍ଥା ସମ୍ପର୍କରେ 5T ଅଧ୍ୟକ୍ଷଙ୍କୁ ଅବଗତ କରାଇଛନ୍ତି।

ଶ୍ରୀମନ୍ଦିର ଚାରିପଟେ ସୌନ୍ଦର୍ଯ୍ୟ କାରଣ ନେଇ ବିଶେଷ ବ୍ୟବସ୍ଥା ଗ୍ରହଣ କରାଯିବ ସହିତ ସ୍ବତନ୍ତ୍ର ଆଲୋକୀକରଣ ନେଇ ପଦକ୍ଷେପ ଉପରେ ମଧ୍ୟ ପାଣ୍ଡିଆନ ଅବଗତ ହୋଇଥିଲେ। ପରେ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଏକ ବୈଠକ 5ଟି ଅଧ୍ୟକ୍ଷ ନେଇ ଥିବାବେଳେ ପ୍ରକଳ୍ପ କାର୍ଯ୍ୟ ଓ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା ଉପରେ ଆଲୋଚନା କରାଯାଇଛି ।

ବୈଠକରେ କେନ୍ଦ୍ରାଞ୍ଚଳ ଆଇଜି, ପୁରୀ ଜିଲ୍ଲାପାଳ,ପୁରୀ ଏସପିଙ୍କ ସମେତ ଉପଜିଲ୍ଲାପାଳ ଓ ଶ୍ରୀମନ୍ଦିର ନୀତି ପ୍ରଶାସକ ଓ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ରହିଥିଲେ। ଦିନକୁ ଦିନ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ଭିଡ଼ ଶ୍ରୀମନ୍ଦିରରେ ବଢୁଥିବା ବେଳେ ଭିଡ଼ ନିୟନ୍ତ୍ରଣ ଓ ଶୃଙ୍ଖଳିତ ଦର୍ଶନ କିପରି ହୋଇପାରିବ ତାହା ଉପରେ ସ୍ୱତନ୍ତ୍ର ମ୍ୟାପ ପ୍ରସ୍ତୁତ କରାଯାଇ ପଦକ୍ଷେପ ନିଆଯିବାକୁ 5ଟି ଅଧ୍ୟକ୍ଷ ନିର୍ଦେଶ ଦେଇଛନ୍ତି ।

No comments:

COASTAL NEWS

Complaint to the Hon’ble Member of Parliament Regarding Illegal Allotment of RMC Shop Rooms at Aul

To Sj. Baijayanta Panda  Hon’ble Member of Parliament Kendrapara, Odisha Subject: Complaint regarding illegal allotment of R...