AFFILIATE MARKETING

https://binomo.com?a=90810425bb57&t=0

Monday, February 12, 2024

U19 World Cup:୧୯ ବର୍ଷରୁ କମ୍ ବିଶ୍ୱକପ୍ କ୍ରିକେଟ ଫାଇନାଲ୍‌ରେ ହାରିଲା ଭାରତ

COASTAL NEWS ODIA 1705

U19 World Cup:୧୯ ବର୍ଷରୁ କମ୍ ବିଶ୍ୱକପ୍ କ୍ରିକେଟ ଫାଇନାଲ୍‌ରେ ହାରିଲା ଭାରତ

New Delhi - (CNO) U19 World Cup:୧୯ ବର୍ଷରୁ କମ୍ ବିଶ୍ୱକପ୍ କ୍ରିକେଟ ଫାଇନାଲ୍‌ରେ ହାରିଲା ଭାରତ । ଫାଇନାଲ୍‌ରେ ଅଷ୍ଟ୍ରେଲିଆ ଠାରୁ ୭୯ ରନ୍‌ରେ ହାରିଲା ଭାରତ । ଅଷ୍ଟ୍ରେଲିଆ ହେଲା ଚାମ୍ପିଅନ, ଭାରତ ରନର୍ସଅପ୍‌ରେ ସୀମିତ । ଫାଇନାଲ୍ ମ୍ୟାଟ୍‌ରେ ପ୍ରଥମେ ବ୍ୟାଟିଂ କରି ଅଷ୍ଟ୍ରେଲିଆ ୭ ୱିକେଟ୍ ହରାଇ ୨୫୩ ରନ କରିଥିଲା ଓ ଜବାବରେ ଭାରତୀୟ ଦଳ ନିୟମିତ ବ୍ୟବଧାନରେ ୱିକେଟ୍ ହରାଇ ୪୩.୫ ଓଭରରେ ୧୭୪ ରନରେ ଅଲଆଉଟ୍ ହୋଇଛି । ଚାମ୍ପିଅନ ହେବା ପାଇଁ ଭାରତ ଆଗରେ ୨୫୪ ରନର ଲକ୍ଷ୍ୟ ରଖିଥିଲା ଅଷ୍ଟ୍ରେଲିଆ । 

କିନ୍ତୁ ଏହାର ପିଛା କରିବାକୁ ଯାଇ ଭାରତୀୟ ଦଳ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା । ଭାରତ ପକ୍ଷରୁ ଆଦର୍ଶ ସିଂ ୪୭ ରନ ଓ ମୁରୁଗନ ଅଭିଷେକ ୪୨ ରନ କରିଥିଲେ । ମୁସୀର ଖାଁ ୨୨ରନ କରିଥିଲେ । U19 World Cup: ଭାରତକୁ ଟାର୍ଗେଟ ୨୫୪ କିନ୍ତୁ ଅନ୍ୟ ବ୍ୟାଟ୍ସମ୍ୟାନମାନେ ବିଫଳ ହେବାଫଳରେ ଭାରତର ସ୍କୋର ୧୭୪ ରନରେ ଅଟକି ଯାଇଥିଲା । ଅଷ୍ଟ୍ରେଲିଆ ପକ୍ଷରୁ ମାହଲି ବିୟର୍ଡମ୍ୟାନ ଓ ରାଫ ମାକମିଲାନ ୩ଟି ଲେଖାଏ୍‌ଁ ୱିକେଟ ନେଇଥିଲେ । 

:୧୯ ବର୍ଷରୁ କମ୍ ବିଶ୍ୱକପ୍ କ୍ରିକେଟ ଫାଇନାଲ୍‌ରେ ହାରିଲା ଭାରତ । ଫାଇନାଲ୍‌ରେ ଅଷ୍ଟ୍ରେଲିଆ ଠାରୁ ୭୯ ରନ୍‌ରେ ହାରିଲା ଭାରତ । ଅଷ୍ଟ୍ରେଲିଆ ହେଲା ଚାମ୍ପିଅନ, ଭାରତ ରନର୍ସଅପ୍‌ରେ ସୀମିତ । ଫାଇନାଲ୍ ମ୍ୟାଟ୍‌ରେ ପ୍ରଥମେ ବ୍ୟାଟିଂ କରି ଅଷ୍ଟ୍ରେଲିଆ ୭ ୱିକେଟ୍ ହରାଇ ୨୫୩ ରନ କରିଥିଲା ଓ ଜବାବରେ ଭାରତୀୟ ଦଳ ନିୟମିତ ବ୍ୟବଧାନରେ ୱିକେଟ୍ ହରାଇ ୪୩.୫ ଓଭରରେ ୧୭୪ ରନରେ ଅଲଆଉଟ୍ ହୋଇଛି । ଚାମ୍ପିଅନ ହେବା ପାଇଁ ଭାରତ ଆଗରେ ୨୫୪ ରନର ଲକ୍ଷ୍ୟ ରଖିଥିଲା ଅଷ୍ଟ୍ରେଲିଆ । 

କିନ୍ତୁ ଏହାର ପିଛା କରିବାକୁ ଯାଇ ଭାରତୀୟ ଦଳ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା । ଭାରତ ପକ୍ଷରୁ ଆଦର୍ଶ ସିଂ ୪୭ ରନ ଓ ମୁରୁଗନ ଅଭିଷେକ ୪୨ ରନ କରିଥିଲେ । ମୁସୀର ଖାଁ ୨୨ରନ କରିଥିଲେ । U19 World Cup: ଭାରତକୁ ଟାର୍ଗେଟ ୨୫୪ କିନ୍ତୁ ଅନ୍ୟ ବ୍ୟାଟ୍ସମ୍ୟାନମାନେ ବିଫଳ ହେବାଫଳରେ ଭାରତର ସ୍କୋର ୧୭୪ ରନରେ ଅଟକି ଯାଇଥିଲା । ଅଷ୍ଟ୍ରେଲିଆ ପକ୍ଷରୁ ମାହଲି ବିୟର୍ଡମ୍ୟାନ ଓ ରାଫ ମାକମିଲାନ ୩ଟି ଲେଖାଏ୍‌ଁ ୱିକେଟ ନେଇଥିଲେ ।

No comments:

COASTAL NEWS

ଆସ କିଏ ଖାଇବ

ଆସ କିଏ ଖାଇବ ହୋ ଆମ ବଡ଼ବାବୁଙ୍କ ଖାନା ଗ୍ୟାସ ଜଳିବନି  ଚୁଲି ଜଳିବନି ବନେଇ ଦେବେ ନନା ।। ଆସ ଭାଇ ଆସ ଭଉଣୀ ପାତରେ ଭରି ଭୋଗ ଖାଇ ଖାଇ ଖୁସି ହେବ ଭୁଲିଯ...