AFFILIATE MARKETING

https://binomo.com?a=90810425bb57&t=0

Saturday, March 16, 2024

ଦୋଛକିରେ ବିଜେପି-ବିଜେଡି ମେଣ୍ଟ ପ୍ରସଙ୍ଗ

COASTAL NEWS ODIA 1768

ଦୋଛକିରେ ବିଜେପି-ବିଜେଡି ମେଣ୍ଟ ପ୍ରସଙ୍ଗ 


  ଓଡ଼ିଶାରେ ଉଭୟ ବିଧାନସଭା ଓ ଲୋକସଭାରେ ଦଳ ଭଲ କରିବ - ଅମିତ ଶାହା 

ନୂଆଦିଲ୍ଲୀ - (CNO) ଦିଲ୍ଲୀରେ ବିଜେପି-ବିଜେଡି ମେଣ୍ଟ ନେଇ ଅମିତ ଶାହଙ୍କ ବଡ଼ ବୟାନ। ଦିଲ୍ଲୀରେ ଇଣ୍ଡିଆ ଟୁଡେ କନକ୍ଲେଭରେ ବଡ଼ ବୟାନ ଦେଲେ ଅମିତ ଶାହ । ଅମିତ ଶାହା କହିଛନ୍ତି ଯେ ଏନେଇ ରାଷ୍ଟ୍ରୀୟ ଅଧ୍ୟକ୍ଷ ଓ ପ୍ରଧାନମନ୍ତ୍ରୀ ନିଷ୍ପତ୍ତି ନେଇ ନାହାନ୍ତି । 

ଓଡ଼ିଶାରେ ଉଭୟ ବିଧାନସଭା ଓ ଲୋକସଭାରେ ଦଳ ଭଲ କରିବ ବୋଲି ଅମିତ୍ ଶାହା କହିଛନ୍ତି । ଉଭୟ ଲୋକସଭା ଏବଂ ବିଧାନସଭାରେ ଦଳର ସ୍ଥିତିରେ ବଡ଼ ସୁଧାର ଆସିବ ବୋଲି କନକ୍ଲେଭରେ କହିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା। ସେ ଆହୁରି କହିଛନ୍ତି ଯେ ଓଡ଼ିଶାରେ ବିଜେପି-ବିଜେଡି ମେଣ୍ଟ ନେଇ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଷ୍ପତ୍ତି ନେଇ ନାହାନ୍ତି। ଓଡ଼ିଶାରେ ଉଭୟ ବିଧାନସଭା ଓ ଲୋକସଭାରେ ଦଳ ଭଲ କରିବ ବୋଲି କହିଛନ୍ତି ଗୃହମନ୍ତ୍ରୀ ଅମିତ ଶାହ ।

No comments:

COASTAL NEWS

ଆସ କିଏ ଖାଇବ

ଆସ କିଏ ଖାଇବ ହୋ ଆମ ବଡ଼ବାବୁଙ୍କ ଖାନା ଗ୍ୟାସ ଜଳିବନି  ଚୁଲି ଜଳିବନି ବନେଇ ଦେବେ ନନା ।। ଆସ ଭାଇ ଆସ ଭଉଣୀ ପାତରେ ଭରି ଭୋଗ ଖାଇ ଖାଇ ଖୁସି ହେବ ଭୁଲିଯ...