AFFILIATE MARKETING

https://binomo.com?a=90810425bb57&t=0

Wednesday, March 13, 2024

COASTAL NEWS ODIA 1758 ବିଜେଡି ଓ ବିଜେପି ଦଳର ମେଣ୍ଟ ଚର୍ଚ୍ଚା ଭିତରେ ଅମିତ ଶାହଙ୍କ ଘରେ ଜରୁରୀ ବୈଠକ

COASTAL NEWS ODIA 1758

ବିଜେଡି ଓ ବିଜେପି ଦଳର ମେଣ୍ଟ ଚର୍ଚ୍ଚା ଭିତରେ ଅମିତ ଶାହଙ୍କ ଘରେ ଜରୁରୀ ବୈଠକ 



ନୂଆଦିଲ୍ଲୀ - (CNO) ଗୃହ ମନ୍ତ୍ରୀ ଅମିତ ଶାହଙ୍କ ସରକାରୀ ବାସଭବନରେ ବୈଠକ। ପ୍ରଭାରୀ ବିଜୟପାଲ୍‌ ସିଂ ତୋମାର, ସହପ୍ରଭାରୀ ଲତା ଉସେଣ୍ଡି ବୈଠକରେ ସାମିଲ। ରାଜ୍ୟ ସଭାପତି ମନମୋହନ ସାମଲ ଓ ସଂଗଠନ ସଂପାଦକ ମାନସ ମହାନ୍ତି ମଧ୍ୟ ବୈଠକରେ ସାମିଲ ସୂଚନା।

ରାଜ୍ୟରେ ବିଜେପି-ବିଜେଡି ମେଣ୍ଟ ଚର୍ଚ୍ଚା ପ୍ରସଙ୍ଗ

ଆସନ୍ତାକାଲି ନବୀନ ନିବାସରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
ଦଳର ବରିଷ୍ଠ ନେତାଙ୍କୁ ନବୀନ ନିବାସ ଡାକରା
ପୂର୍ବ ବୈଠକରେ ଥିବା ନେତାଙ୍କୁ ପୁଣି ଡାକରା
ସବୁ ଜିଲ୍ଲା ପର୍ଯ୍ୟବେକ୍ଷକ ବି ବୈଠକରେ ଯୋଗଦେବେ
ଅପରାହ୍‌ଣରେ ଥିବା ବୈଠକରେ ହୋଇପାରେ ବଡ଼ ନିଷ୍ପତ୍ତି
ବୈଠକରେ ମେଣ୍ଟ ସଂପର୍କରେ ହୋଇପାରେ ଆଲୋଚନା

No comments:

COASTAL NEWS

COOPERATIVE MINISTER

To Sj Pradeep Balasamanta Hon’ble Minister, Cooperation, Handlooms & Textiles Department Government of Odisha Subject: ...