AFFILIATE MARKETING

https://binomo.com?a=90810425bb57&t=0

Wednesday, March 13, 2024

COASTAL NEWS ODIA ମୁଖ୍ୟମନ୍ତ୍ରୀଙ୍କ ଆଉ ଏକ ଭେଟି; ଏଣିକି ପଦ୍ମ ପୁରସ୍କାରପ୍ରାପ୍ତ ଓଡ଼ିଶାର କୃତୀ ସନ୍ତାନମାନେ ପାଇବେ ମାସିକ ୨୫୦୦୦

COASTAL NEWS ODIA 

ମୁଖ୍ୟମନ୍ତ୍ରୀଙ୍କ ଆଉ ଏକ ଭେଟି; ଏଣିକି ପଦ୍ମ ପୁରସ୍କାରପ୍ରାପ୍ତ ଓଡ଼ିଶାର କୃତୀ ସନ୍ତାନମାନେ ପାଇବେ ମାସିକ ୨୫୦୦୦ 


ଭୁବନେଶ୍ବର - (CNO) ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୂଆ ଭେଟି। ଏଣିକି ଏମାନଙ୍କୁ ମିଳିବ ୨୫ ହଜାର ଟଙ୍କା। ପଦ୍ମ ସମ୍ମାନରେ ସମ୍ମାନିତ ଓଡ଼ିଶାର କୃତୀ ସନ୍ତାନମାନଙ୍କୁ ମାସକୁ ଦିଆଯିବ ୨୫ ହଜାର ଟଙ୍କା ସମ୍ମାନ ରାଶି। ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ।
 
ବୁଧବାର ସକାଳୁ ସକାଳୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୂଆ ଭେଟି। ଏଣିକି ଏମାନଙ୍କୁ ମିଳିବ ୨୫ ହଜାର ଟଙ୍କା। ପଦ୍ମ ସମ୍ମାନରେ ସମ୍ମାନିତ ଓଡ଼ିଶାର କୃତୀ ସନ୍ତାନମାନଙ୍କୁ ମାସକୁ ଦିଆଯିବ ୨୫ ହଜାର ଟଙ୍କା ସମ୍ମାନ ରାଶି। ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ।

ପଦ୍ମ ପୁରସ୍କାର ଦେଶର ଗୌରବମୟ ବେସାମରିକ ସମ୍ମାନ। ବିଭିନ୍ନ କ୍ଷେତ୍ରରେ ଦେଶକୁ ଗୌରବାନ୍ବିତ କରିଥିବା ବ୍ୟକ୍ତିବିଶେଷଙ୍କୁ ଏହି ସମ୍ମାନ ମିଳିଥାଏ।

ପଦ୍ମ ପୁରସ୍କାରପ୍ରାପ୍ତ କୃତୀ ସନ୍ତାନମାନେ ସେମାନଙ୍କ ପ୍ରତିଭା ଓ ସେବା କାର୍ଯ୍ୟ ଦ୍ୱାରା ଓଡ଼ିଶାର ଗୌରବ ବୃଦ୍ଧି କରିଛନ୍ତି।

ସମାଜକୁ ସେମାନଙ୍କ ବଳିଷ୍ଠ ଅବଦାନର ସ୍ବୀକୃତି ସ୍ବରୂପ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେମାନଙ୍କ ସମ୍ମାନାର୍ଥେ ମାସକୁ ୨୫ ହଜାର ଟଙ୍କା ଲେଖାଏ ଅର୍ଥ ସମ୍ମାନ ରାଶି ପ୍ରଦାନ କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି।

No comments:

COASTAL NEWS

ବଢ଼ିଲା ବାତ୍ୟା ଆଶଙ୍କା

ବଢ଼ିଲା ବାତ୍ୟା ଆଶଙ୍କା ନମସ୍କାର, ଆପଣ ଦେଖୁଛନ୍ତି କୋଷ୍ଟାଲ ନିଉଜ୍ । ମୁଁ ଆପଣଙ୍କ ଉପସ୍ଥାପକ ଶେଖର ସୁମନ ଦାସ । ବଙ୍ଗୋପସାଗର ଓ ଆଣ୍ଡାମାନ ସାଗରକୁ ନେଇ...