AFFILIATE MARKETING

https://binomo.com?a=90810425bb57&t=0

Sunday, March 3, 2024

ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେପି, ବାରଣାସୀରୁ ଲଢ଼ିବେ ପ୍ରଧାନମନ୍ତ୍ରୀ

COASTAL NEWS ODIA 1723


ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେପି, ବାରଣାସୀରୁ ଲଢ଼ିବେ ପ୍ରଧାନମନ୍ତ୍ରୀ 

ନୂଆଦିଲ୍ଲୀ - (CNO) ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେପି । ବାରଣାସୀରୁ ଲଢ଼ିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବିଜେପି ମୁଖ୍ୟାଳୟରେ ପ୍ରେସମିଟରେ ଘୋଷଣା । ନୂଆଦିଲ୍ଲୀ ବିଜେପି ମୁଖ୍ୟାଳୟରେ ସାମ୍ବାଦିକ ସମ୍ମିଳନୀ । 

ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ମହାସଚିବ ବିନୋଦ ତାୱଡ଼େଙ୍କ ପ୍ରେସମିଟ । ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ୧୯୫ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି । ଏହି ପ୍ରାର୍ଥୀ ତାଲିକାରେ ୩୪ ଜଣ କେନ୍ଦ୍ରମନ୍ତ୍ରୀଙ୍କ ନାମ ରହିଛି । ପ୍ରଧାନମନ୍ତ୍ରୀ ମୋଦୀ ତୃତୀୟ ଥର ପାଇଁ ବାରଣାସୀରୁ ନିର୍ବାଚନ ଲଢିବାକୁ ଯାଉଛନ୍ତି । ଗାନ୍ଧିନଗରରୁ ଲଢ଼ିବେ ଗୃହମନ୍ତ୍ରୀ ଅମିତ ଶାହ । 

ଜଣେ ନୁହେଁ ଦୁଇ ଜଣ ମୁସଲିମ ନେତାଙ୍କୁ ପ୍ରାର୍ଥୀ କରିଛି ବିଜେପି ଅରୁଣାଚଳ ୱେଷ୍ଟରୁ ଲଢ଼ିବେ କେନ୍ଦ୍ର ମନ୍ତ୍ରୀ କିରଣ ରିଜିଜୁ । ଦିବ୍ରୁଗଡ଼ରୁ ଲଢ଼ିବେ କେନ୍ଦ୍ରମନ୍ତ୍ରୀ ସର୍ବାନନ୍ଦ ସୋନୱାଲ । କୋର୍ବାରୁ ସରୋଜ ପାଣ୍ଡେ, ରାୟପୁରରୁ ବ୍ରିଜମୋହନ ଅଗ୍ରୱାଲ । ଦିଲ୍ଲୀ ଚାନ୍ଦିନୀଚୌକ- ପ୍ରବୀଣ ଖଣ୍ଡେଲୱାଲ, ନର୍ଥଇଷ୍ଟ ଦିଲ୍ଲୀ- ମନୋଜ ତିୱାରୀ ଙ୍କୁ ଦଳ କରିଛି ପ୍ରାର୍ଥୀ ।ଗତ ୨ଥ ଯାକ ପ୍ରଧାନମନ୍ତ୍ରୀ ବାରଣାସୀରୁ ବିପୁଳ ଭୋଟରେ ବିଜୟୀ ହୋଇଥିଲେ ।

No comments:

COASTAL NEWS

ଆସ କିଏ ଖାଇବ

ଆସ କିଏ ଖାଇବ ହୋ ଆମ ବଡ଼ବାବୁଙ୍କ ଖାନା ଗ୍ୟାସ ଜଳିବନି  ଚୁଲି ଜଳିବନି ବନେଇ ଦେବେ ନନା ।। ଆସ ଭାଇ ଆସ ଭଉଣୀ ପାତରେ ଭରି ଭୋଗ ଖାଇ ଖାଇ ଖୁସି ହେବ ଭୁଲିଯ...