AFFILIATE MARKETING

https://binomo.com?a=90810425bb57&t=0

Saturday, March 9, 2024

ଶ୍ରୀମନ୍ଦିରରୁ ଖସିଲା ପଥର

COASTAL NEWS ODIA 1740

ଶ୍ରୀମନ୍ଦିରରୁ ଖସିଲା ପଥର  


ପୁରୀ-(CNO) ପୁରୀ ଶ୍ରୀମନ୍ଦିରରୁ ଆସିଲା ବଡ଼ ଖବର । ଶ୍ରୀମନ୍ଦିର ଉପରୁ ଖସିଛି ପଥର । ଶ୍ରୀମନ୍ଦିର ଭିତରେ ଥିବା ଏକାଦଶୀ ମନ୍ଦିରର ଉପର ଭାଗରୁ ପଥର ଖସିଥିବା ନେଇ ସୂଚନା ମିଳିଛି । ତେବେ ମନ୍ଦିରରୁ ପଥର ଖସିଥିଲେ ମଧ୍ୟ ଏଥିରେ କାହାର କିଛି ବି କ୍ଷତି ହୋଇନି । କେହି ବି ସେବାୟତ କିମ୍ବା ଭକ୍ତ ଆହତ ହେଇନାହାଁନ୍ତି ।

ବର୍ତ୍ତମାନ ପାଇଁ ପଥରଟିକୁ ଶ୍ରୀମନ୍ଦିର ଗାରଦରେ ଜମା କରାଯାଇଥିବାବେଳେ, ପଥରଟି କେଉଁଠୁ ପଡିଛି ସେ ନେଇ ଏଏସଆଇ ଯାଞ୍ଚ ପରେ ସ୍ପଷ୍ଟ ହେବ ବୋଲି କୁହାଯାଇଛି । ବଡ଼ଦେଉଳ ଦକ୍ଷିଣ-ପଶ୍ଚିମ ପଟ ମନ୍ଦିରରୁ ଖସିଛି ପଥର । 

ବିମଳା ମନ୍ଦିର ନିକଟ ବରାହ ମନ୍ଦିର ପାଖ ମୁଖ୍ୟ ମନ୍ଦିରରୁ ପଥର ଖସିଛି । ASI ପକ୍ଷରୁ ଦକ୍ଷିଣ ଘର ପଛପଟୁ ଅନେକ ପଥର ପରିବର୍ତ୍ତନ କରାଯାଇଥିଲା । ସେଠାରୁ ପଥର ଖସିଥିବା ନେଇ ଅନୁମାନ କରାଯାଉଛି ।

No comments:

COASTAL NEWS

ଭାରତର ପ୍ରଥମ ଘରୋଇ ରକେଟ ବିକ୍ରମ-୧ର ଲଞ୍ଚ୍‌ ସଫଳ

ଭାରତର ପ୍ରଥମ ଘରୋଇ ରକେଟ ବିକ୍ରମ-୧ର ଲଞ୍ଚ୍‌ ସଫଳ ସ୍କାଏରୁଟ୍‌ ଏରୋସ୍ପେଶ ପକ୍ଷରୁ ନିର୍ମିତ ବିକ୍ରମ-୧କୁ ଲଞ୍ଚ କଲା ଇସ୍ରୋ ସ୍କାଏରୁଟ୍‌ ଏରୋସ୍ପେଶ ଟିମ୍‌ କୁ ଶୁଭେଚ୍ଛ...