AFFILIATE MARKETING

https://binomo.com?a=90810425bb57&t=0

Saturday, March 30, 2024

COASTAL NEWS ODIA ଆଜି ରାଜ୍ୟବ୍ୟାପୀ ବାର ଆସୋସିଏସନ୍‌ ନିର୍ବାଚନ; ୱାନ ବାର୍‌ ୱାନ ଭୋଟ ପଦ୍ଧତିରେ ୧୫୩ଟି ବାରରେ ନିର୍ବାଚନ

COASTAL NEWS ODIA

ଆଜି ରାଜ୍ୟବ୍ୟାପୀ ବାର ଆସୋସିଏସନ୍‌ ନିର୍ବାଚନ; ୱାନ ବାର୍‌ ୱାନ ଭୋଟ ପଦ୍ଧତିରେ ୧୫୩ଟି ବାରରେ ନିର୍ବାଚନ 


ଭୁବନେଶ୍ବର - (CNO) ଆଜି ରାଜ୍ୟବ୍ୟାପୀ ବାର ଆସୋସିଏସନ୍‌ କର୍ମକର୍ତ୍ତା ନିର୍ବାଚନ । ୱାନ ବାର୍‌ ୱାନ ଭୋଟ ପଦ୍ଧତିରେ ୧୫୩ଟି ବାରରେ ନିର୍ବାଚନ ଅନୁଷ୍ଠିତ ହେବ । ଭୁବନ ଓ କେନ୍ଦ୍ରାପଡାକୁ ଛାଡ଼ି ଅନ୍ୟ ସମସ୍ତ ବାରରେ ନିର୍ବାଚନ ହେବ । 

ରାଜ୍ୟରେ ୪୦ ହଜାରରୁ ଅଧିକ ଆଇନଜୀବୀ କରିବେ ମତଦାନ । ସକାଳ ୮ ଟାରୁ ଦିନ ୩ ପର୍ଯ୍ୟନ୍ତ ଭୋଟ ଗ୍ରହଣ କରାଯିବ । ନିୟମ ମୁତାବକ ଜଣେ ଆଇନଜୀବୀ କେବଳ ଗୋଟିଏ ବାର ପାଇଁ ମତ ଅଧିକାର ସାବ୍ୟସ୍ତ କରି ପାରିବେ ।

ସମସ୍ତ ବାର ଆସୋସିଏସନର ସଭାପତି, ଉପ ସଭାପତି, ସମ୍ପାଦକ, ଯୁଗ୍ମ ସମ୍ପାଦକ, ସହକାରୀ ସମ୍ପାଦକ ସହ କାର୍ଯ୍ୟକାରୀ ସଦସ୍ୟ ଭଳି ବିଭିନ୍ନ ପଦ ପଦବୀ ଲାଗି ନିର୍ବାଚନ ଅନୁଷ୍ଠିତ ହେଉଛି ।

No comments:

COASTAL NEWS

ଆସ କିଏ ଖାଇବ

ଆସ କିଏ ଖାଇବ ହୋ ଆମ ବଡ଼ବାବୁଙ୍କ ଖାନା ଗ୍ୟାସ ଜଳିବନି  ଚୁଲି ଜଳିବନି ବନେଇ ଦେବେ ନନା ।। ଆସ ଭାଇ ଆସ ଭଉଣୀ ପାତରେ ଭରି ଭୋଗ ଖାଇ ଖାଇ ଖୁସି ହେବ ଭୁଲିଯ...