AFFILIATE MARKETING

https://binomo.com?a=90810425bb57&t=0

Tuesday, April 16, 2024

COASTAL NEWS ODIA 1816 ବିଜେପିରେ ମିଶିଲେ ଭାଇରାଲ କାରଖାନା ଭାଉଜ; ରାଜଧାନୀର ବିଭିନ୍ନ ସ୍ଥାନରେ କାରରେ ଖାଇବା ବିକ୍ରୀ ଚର୍ଚ୍ଚାରେ ଥିଲେ ଏହି ଦୁଇ ଯା

COASTAL NEWS ODIA 1816

ବିଜେପିରେ ମିଶିଲେ ଭାଇରାଲ କାରଖାନା ଭାଉଜ; ରାଜଧାନୀର ବିଭିନ୍ନ ସ୍ଥାନରେ କାରରେ ଖାଇବା ବିକ୍ରୀ ଚର୍ଚ୍ଚାରେ ଥିଲେ ଏହି ଦୁଇ ଯା 



ଭୁବନେଶ୍ବର - (CNO) ବିଜେପିରେ ଭାଇରାଲ୍ ଭାଉଜ । ଭୁବନେଶ୍ୱରରେ କାରରେ ଖାଦ୍ୟ ପରସି ଚର୍ଚ୍ଚାରେ ଥିବା କାରଖନା ଭାଉଜ (ଦୁଇ ଯା') ବିଜେପିରେ ସାମିଲ ହୋଇଛନ୍ତି । ରାଜ୍ୟ ବିଜେପିର ପୂର୍ବତନ ସଭାପତି ସମୀର ମହାନ୍ତି ଓ ପୁରୀ ଲୋକସଭା ପ୍ରାର୍ଥୀ ସମ୍ବିତ ପାତ୍ରଙ୍କ ଉପସ୍ଥିତିରେ ବିଜେପିରେ ମିଶିଛନ୍ତି ଦୁଇ ଯା' ।

ଏବେ ରାମ ମନ୍ଦିର ନିକଟରେ କାର-ଖାନା ଖୋଲିଛନ୍ତି ଏହି ଦୁଇ ଯା' । ପୂର୍ବରୁ ରାଜଧାନୀର ବିଭିନ୍ନ ସ୍ଥାନରେ କାରରେ ଆସି ଖାଦ୍ୟ ବିକ୍ରି କରୁଥିଲେ । ଦୁଇ ଯା'ଙ୍କ କାରରେ ଖାଦ୍ୟ ବିକ୍ରି କରିବାକୁ ନେଇ ବେଶ୍ ବିବାଦ ମଧ୍ୟ ହୋଇଥିଲା ।

ଆଜି ରାଜ୍ୟ କାର୍ଯ୍ୟାଳୟରେ ବିଧିବଦ୍ଧ ଭାବେ ଦଳରେ ମିଶିଛନ୍ତି । ଏହି ଦୁଇ ଯା' ସୋସିଆଲ ମିଡିଆରେ ବେଶ୍ ସକ୍ରିୟ । ଏବେ ଦୁଇ ଯା' ବିଜେପିରେ ସାମିଲ ହୋଇଛନ୍ତି ।

No comments:

COASTAL NEWS

ଦେଶରେ ତୃତୀୟ ପର୍ଯ୍ୟାୟ ଭୋଟର ତାଲିକା ସଂଶୋଧନ ନେଇ ଘୋଷଣା କଲେ ଭାରତୀୟ ନିର୍ବାଚନ କମିଶନ(ଇସିଆଇ)। ଏଥରେ ଓଡ଼ିଶା ପାଳି।

ଦେଶରେ ତୃତୀୟ ପର୍ଯ୍ୟାୟ ଭୋଟର ତାଲିକା ସଂଶୋଧନ ନେଇ ଘୋଷଣା କଲେ ଭାରତୀୟ ନିର୍ବାଚନ କମିଶନ(ଇସିଆଇ)। ଏଥରେ ଓଡ଼ିଶା ପାଳି। ତୃତୀୟ ପର୍ଯ୍ୟାୟରେ ୧୬ ରାଜ୍ୟ ଓ ୩ କେନ୍ଦ୍ର ...