AFFILIATE MARKETING

https://binomo.com?a=90810425bb57&t=0

Sunday, April 21, 2024

COASTAL NEWS ODIA 1826 ପ୍ରକାଶ ପାଇଲା ବିଜେଡିର ଷ୍ଟାର ପ୍ରଚାରକ ତାଲିକା

COASTAL NEWS ODIA 1826

ପ୍ରକାଶ ପାଇଲା ବିଜେଡିର ଷ୍ଟାର ପ୍ରଚାରକ ତାଲିକା


ଭୁବନେଶ୍ବର - (CNO) ଆଗାମୀ ସାଧାରଣ ନିର୍ବାଚନ ପାଇଁ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି ବିଜେଡି । ଦଳର ସୁପ୍ରିମୋ ନବୀନ ପଟ୍ଟନାୟଙ୍କ ନେତୃତ୍ୱରେ ପ୍ରଚାର ମୈଦାନକୁ ଓହ୍ଲାଇବ ବିଜେଡି । ମୋଟ୍ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା ହୋଇଥିବା ବେଳେ ପାଣ୍ଡିଆନଙ୍କ ନାମ ୨ୟ ଧାଡିରେ ରହିଛି । 

ବିଜେଡିର ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ ପାଇଲା । ନବୀନ ପଟ୍ଟନାୟକଙ୍କ ସମେତ ତାଲିକାରେ ରହିଛି ମୋଟ୍ ୪୦ ଜଣଙ୍କ ନାଁ । ତାଲିକାର ପ୍ରଥମ ସ୍ଥାନରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନାଁ ରହିଥିବା ବେଳେ ଦ୍ୱିତୀୟ ସ୍ଥାନରେ ରହିଛି ଭି.କେ ପାଣ୍ତିଆନ୍ । ଲୋକସଭା ନିର୍ବାଚନ ୨୦୨୪ ଆସନ | ପ୍ରାର୍ଥୀ | 

 ଏଥର ପ୍ରଥମ ଥର ନିର୍ବାଚନୀ ମୈଦାନରେ ବିଧିବଦ୍ଧ ଭାବେ ନବୀନଙ୍କ ସହ ଭି,କେ ପାଣ୍ଡିଆନଙ୍କୁ ଦେଖିବାକୁ ମିଳିବ । ସରକାରଙ୍କ ଅନେକ ଯୋଜନାର ବାର୍ତ୍ତା ନେଇ ଜନତାଙ୍କ ପାଖରେ ପହଞ୍ଚିବେ ଦଳର ବରିଷ୍ଠ ନେତା ।

No comments:

COASTAL NEWS

ଆସ କିଏ ଖାଇବ

ଆସ କିଏ ଖାଇବ ହୋ ଆମ ବଡ଼ବାବୁଙ୍କ ଖାନା ଗ୍ୟାସ ଜଳିବନି  ଚୁଲି ଜଳିବନି ବନେଇ ଦେବେ ନନା ।। ଆସ ଭାଇ ଆସ ଭଉଣୀ ପାତରେ ଭରି ଭୋଗ ଖାଇ ଖାଇ ଖୁସି ହେବ ଭୁଲିଯ...