AFFILIATE MARKETING

https://binomo.com?a=90810425bb57&t=0

Thursday, June 20, 2024

COASTAL NEWS ODIA ଆସନ୍ତାକାଲି ସକାଳୁଆ ଖୋଲିବ ସ୍କୁଲ

COASTAL NEWS ODIA 1878

ଆସନ୍ତାକାଲି ସକାଳୁଆ ଖୋଲିବ ସ୍କୁଲ


ଭୁବନେଶ୍ବର - (CNO) ଆସନ୍ତାକାଲି ସକାଳୁଆ ଖୋଲିବ ସ୍କୁଲ । ରାଜ୍ୟର ସମସ୍ତ ସ୍କୁଲ ଆସନ୍ତାକାଲି ସକାଳୁଆ ଖୋଲିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଛି । ସକାଳ ସାଢେ ୬ଟାରେ ସ୍କୁଲ ଖୋଲିବାକୁ ଥିବାବେଳେ, ସାଢେ ୧୦ଟା ଯାଏଁ କ୍ଲାସ୍ ଚାଲିବ । ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ସକାଳୁଆ କ୍ଲାସ ହେବ ବୋଲି କୁହାଯାଇଛି । 

ଏହାପରେ ୨୨ ତାରିଖଠାରୁ ସ୍ୱାଭାବିକ ସମୟରେ ସ୍କୁଲ ଖୋଲିବ ବୋଲି ସୂଚନା ଦିଆଯାଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ପ୍ରବଳ ଖରାକୁ ଦୃଷ୍ଟିରେ ରଖି, ସ୍କୁଲ ଖୋଲିବା ନେଇ ନିଷ୍ପତ୍ତି ନିଆଯାଇଥିଲା । ପ୍ରତି ଜିଲ୍ଲାର ଜିଲ୍ଲାପାଳଙ୍କ ଉପରେ ଏହି ଦାୟିତ୍ୱ ନ୍ୟସ୍ତ କରାଯାଇଥିଲା । ପ୍ରତି ଜିଲ୍ଲାର ଜିଲ୍ଲାପାଳମାନେ ଖରାକୁ ଦେଖି ନିଜ ନିଜ ଜିଲ୍ଲାରେ ସ୍କୁଲ ଖୋଲିବା ନେଇ ନିଷ୍ପତ୍ତି ନେବେ ବୋଲି ପୂର୍ବରୁ କୁହାଯାଇଥିଲା ।*

No comments:

COASTAL NEWS

ଆସ କିଏ ଖାଇବ

ଆସ କିଏ ଖାଇବ ହୋ ଆମ ବଡ଼ବାବୁଙ୍କ ଖାନା ଗ୍ୟାସ ଜଳିବନି  ଚୁଲି ଜଳିବନି ବନେଇ ଦେବେ ନନା ।। ଆସ ଭାଇ ଆସ ଭଉଣୀ ପାତରେ ଭରି ଭୋଗ ଖାଇ ଖାଇ ଖୁସି ହେବ ଭୁଲିଯ...