AFFILIATE MARKETING

https://binomo.com?a=90810425bb57&t=0

Friday, May 2, 2025

ପୁଣି କିଟରେ ଜଣେ ନେପାଳୀ ଛାତ୍ରୀଙ୍କ ଆତ୍ମହତ୍ୟାଝୁଲନ୍ତା ଅବସ୍ଥାରେ ମିଳିଲା ମୃତଦେହ

ଝୁଲନ୍ତା ଅବସ୍ଥାରେ ମିଳିଲା ମୃତଦେହ

ଭୁବନେଶ୍ୱର, ୦୧/୦୫: ଭୁବନେଶ୍ୱର କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡଷ୍ଟ୍ରିଆଲ ଟେକ୍ନୋଲୋଜି (କିଟ୍)ରେ ପୁଣି ଜଣେ ଛାତ୍ରୀଙ୍କ ଆତ୍ମହତ୍ୟା କରିଥିବା ଖବର ସାମନାକୁ ଆସିଛି। ମୃତ ଛାତ୍ରୀ ଜଣକ ହେଉଛନ୍ତି ପ୍ରିଶା ଶାହା। ୪ ନମ୍ବର କ୍ୟାମ୍ପସ ହଷ୍ଟେଲ ରୁମ ୧୧୧ରୁ ଝୁଲନ୍ତା ଅବସ୍ଥାରେ ଛାତ୍ରୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଘଟଣାସ୍ଥଳରେ ଡିସିପି ପହଞ୍ଚି ଛାନଭିନ ଆରମ୍ଭ କରିଥିବା ବେଳେ କେଉଁ ପରିସ୍ଥିତିରେ ତାଙ୍କୁ ଆତ୍ମହତ୍ୟା କରିବାକୁ ପଡ଼ିଥାଇପାରେ ତାହା ସ୍ପଷ୍ଟ ହୋଇନାହିଁ ବୋଲି କହିଛନ୍ତି ପୋଲିସ କମିଶନର ସେ ଦେବଦତ୍ତ ସିଂହ। ସେ କମ୍ପ୍ୟୁଟର ସାଇନ୍ସ ପଢୁଥିଲେ ଏବଂ ନେପାଳର ବୀରଗଞ୍ଜ ଅଞ୍ଚଳର ବାସିନ୍ଦା ଥିଲେ। ତେବେ ଏହି ଘଟଣା ସମ୍ପର୍କରେ କିଟ୍ କର୍ତ୍ତୃପକ୍ଷ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ।

No comments:

COASTAL NEWS

ଚାଷୀଙ୍କ ଖାତାକୁ ସିଏମ -କିଷାନ ଟଙ୍କା — ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବଡ଼ ପଦକ୍ଷେପ

ଚାଷୀଙ୍କ ଖାତାକୁ ସିଏମ -କିଷାନ ଟଙ୍କା — ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବଡ଼ ପଦକ୍ଷେପ ନମସ୍କାର। ଆପଣ ଦେଖୁଛନ୍ତି କୋଷ୍ଟାଲ ନିଉଜ୍ । ଉପସ୍ତାପକ ଶ...