AFFILIATE MARKETING

https://binomo.com?a=90810425bb57&t=0

Monday, July 21, 2025

ଇସ୍ତଫା ଦେଲେ ଉପରାଷ୍ଟ୍ରପତି ଜଗଦୀପ ଧନଖଡ

ଇସ୍ତଫା ଦେଲେ ଉପରାଷ୍ଟ୍ରପତି ଜଗଦୀପ ଧନଖଡ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ପଠାଇଲେ ଇସ୍ତଫା ପତ୍ର

ନୂଆଦିଲ୍ଲୀ, ୨୧/୦୭: ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ପଦରୁ ଇସ୍ତଫା ଦେଇଛନ୍ତି। ସ୍ବାସ୍ଥ୍ୟଗତ କାରଣରୁ ସେ ପଦରୁ ଇସ୍ତଫା ଦେଇଛନ୍ତି। ସୋମବାର ସେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଏକ ଚିଠି ଲେଖି ଇସ୍ତଫା ଦେଇଛନ୍ତି। ଜଗଦୀପ ଧନଖଡ଼ ୨୦୨୨ ମସିହାରୁ ଉପରାଷ୍ଟ୍ରପତି ଭାବେ କାର୍ଯ୍ୟ କରୁଥିଲେ ଏବଂ ରାଜ୍ୟସଭାର ଅଧ୍ୟକ୍ଷ ଭାବେ ମଧ୍ୟ ଦାୟିତ୍ବ ତୁଲାଇଥିଲେ। ସେ ତାଙ୍କ ଚିଠିରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ସାଂସଦମାନଙ୍କୁ ସେମାନଙ୍କ ସମର୍ଥନ ଓ ସହଯୋଗ ପାଇଁ ଧନ୍ୟବାଦ ଜଣାଇଛନ୍ତି। ସେ ଭାରତର ଅର୍ଥନୈତିକ ପ୍ରଗତି ଏବଂ ବିକାଶରେ ସାମିଲ ହେବାକୁ ପାଇ ଗର୍ବିତ ବୋଲି ମଧ୍ୟ ଉଲ୍ଲେଖ କରିଛନ୍ତି।

No comments:

COASTAL NEWS

​🕉️ Bhagavad Gita – 5th Adhyaya (Odia Lyrical Suite)

​ 🕉️ Bhagavad Gita – 5th Adhyaya (Odia Lyrical Suite) ​ I. The Inquiry (Stanzas 1–7) ​Command: Slow meditative intro, etherea...