AFFILIATE MARKETING

https://binomo.com?a=90810425bb57&t=0

Thursday, July 31, 2025

ବିଭିନ୍ନ ଶ୍ରମ ଆଇନ ଉପରେ ସହକାରୀ ଶ୍ରମ ଅଧିକାରୀ ମାନଙ୍କୁ ୩ ଦିନିଆ ତାଲିମ କାର୍ଯକ୍ରମ ଉଦ୍ଘାଟିତ

ଯୋଗ ଦେଲେ ୪୦ ସହକାରୀ ଶ୍ରମ ଅଧିକାରୀ

ଭୁବନେଶ୍ୱର, ୨୯/୦୭: ରାଜ୍ୟ ଶ୍ରମ ବିଭାଗ ଦ୍ୱାରା ବିଭିନ୍ନ ଶ୍ରମ ଆଇନ ଉପରେ ସହକାରୀ ଶ୍ରମ ଅଧିକାରୀ ମାନଙ୍କୁ ଏକ ୩ ଦିନିଆ ତାଲିମ କାର୍ଯକ୍ରମ ରାଜ୍ୟ ଶ୍ରମ ସଂସ୍ଥାନର ସମ୍ମିଳନୀ କକ୍ଷରେ ଉଦ୍ଘାଟିତ ହୋଇଯାଇଛି।

ଏହି ତାଲିମ କାର୍ଯକ୍ରମକୁ ଶ୍ରମ ଆୟୁକ୍ତ ଶ୍ରୀ ଇନ୍ଦ୍ରମଣୀ ତ୍ରିପାଠୀ, ଆଇ.ଏ.ଏସ. ଉଦଘାଟନ କରିଥିଲେ । ଶ୍ରମ ବିଭାଗର ଅତିରିକ୍ତ ଶାସନ ସଚିବ ତଥା ନିର୍ଦେଶକ, ରାଜ୍ୟ ଶ୍ରମ ସଂସ୍ଥାନ ଶ୍ରୀ ନୀତି ରଞ୍ଜନ ଶେନ ଉଦ୍ଘାଟନୀ କାର୍ଯକ୍ରମକୁ ସଂଚାଳନା କରିଥିଲେ । ଅନ୍ୟାନ୍ୟ ଅତିଥି ଭାବେ ଶ୍ରୀ ନରେଶ ଚନ୍ଦ୍ର ସାହୁ, ପୂର୍ବତନ ଯୁଗ୍ମ ଶ୍ରମ ଆୟୁକ୍ତ ଯୋଗଦାନ କରିଥିଲେ । ଶ୍ରୀ ବିଘ୍ନଜିତ ମହନ୍ତ ମହାପାତ୍ର, ଯୁଗ୍ମ ଶ୍ରମ ଆୟୁକ୍ତ ଧନ୍ୟବାଦ ଅର୍ପଣ କରିଥିଲେ ।

No comments:

COASTAL NEWS

ଦେଶରେ ତୃତୀୟ ପର୍ଯ୍ୟାୟ ଭୋଟର ତାଲିକା ସଂଶୋଧନ ନେଇ ଘୋଷଣା କଲେ ଭାରତୀୟ ନିର୍ବାଚନ କମିଶନ(ଇସିଆଇ)। ଏଥରେ ଓଡ଼ିଶା ପାଳି।

ଦେଶରେ ତୃତୀୟ ପର୍ଯ୍ୟାୟ ଭୋଟର ତାଲିକା ସଂଶୋଧନ ନେଇ ଘୋଷଣା କଲେ ଭାରତୀୟ ନିର୍ବାଚନ କମିଶନ(ଇସିଆଇ)। ଏଥରେ ଓଡ଼ିଶା ପାଳି। ତୃତୀୟ ପର୍ଯ୍ୟାୟରେ ୧୬ ରାଜ୍ୟ ଓ ୩ କେନ୍ଦ୍ର ...