AFFILIATE MARKETING

https://binomo.com?a=90810425bb57&t=0

Monday, July 7, 2025

ପୁଣି ବିଜେପି ସଭାପତି ହେବେ ମନମୋହନ ସାମଲ

ପୁଣି ବିଜେପି ସଭାପତି ହେବେ ମନମୋହନ ସାମଲ

ଏକମାତ୍ର ପ୍ରାର୍ଥୀ ଭାବେ ଭରିଲେ ନାମାଙ୍କନ ପତ୍ର

ଭୁବନେଶ୍ୱର, ୦୭/୦୭: ଏକମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନ ପତ୍ର ଦାଖଲ କରିଥିଲେ ମନମୋହନ। ଯାହା ପରେ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ସଞ୍ଜୟ ଜୟସ୍ୱାଲ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ନାମାଙ୍କନ ପତ୍ର ଦାଖଲ କରିଥିଲେ ମନମୋହନ। ଆସନ୍ତା କାଲି ୧୦ଟାରୁ ୧୧ଟା ମଧ୍ୟରେ ନାମାଙ୍କନ ପତ୍ର ଯାଞ୍ଚ କରାଯିବ। ଏହା ପରେ ଆସନ୍ତାକାଲି ବିଜେପି ସଭାପତି ଘୋଷଣା ହେବ।

ସୂଚନାଯୋଗ୍ୟ, ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆଜି ମଧ୍ୟାହ୍ନ ୧୨.୩୦ରୁ ଆରମ୍ଭ ହୋଇ ଅପରାହ୍ନ ୩.୩୦ ପର୍ଯ୍ୟନ୍ତ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ହୋଇଥିଲା

No comments:

COASTAL NEWS

COOPERATIVE MINISTER

To Sj Pradeep Balasamanta Hon’ble Minister, Cooperation, Handlooms & Textiles Department Government of Odisha Subject: ...