AFFILIATE MARKETING

https://binomo.com?a=90810425bb57&t=0

Thursday, August 7, 2025

ପୂର୍ବତନ ମନ୍ତ୍ରୀ ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜଙ୍କ ପରଲୋକ

୩ ଥର ଖଣ୍ଡପଡ଼ାରୁ ବିଧାୟକ ଥିଲେ

ଭୁବନେଶ୍ୱର, ୭/୮: ପୂର୍ବତନ ମନ୍ତ୍ରୀ ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜଙ୍କ ପରଲୋକ ଘଟିଛି। ଖଣ୍ଡପଡ଼ାଗଡ଼ର ରାଜା ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜଙ୍କ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଥିବାର ସୂଚନା ମିଳିଛି। ହୃଦଜନିତ ସମସ୍ୟା ଯୋଗୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ବୁଧବାର ବିଳମ୍ବିତ ରାତିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ହୋଇଥିଲା।

ସେ ୧୯୮୦, ୧୯୮୫ ଏବଂ ୧୯୯୫ ମସିହାରେ ସେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ୩ ଥର ଖଣ୍ଡପଡ଼ା ଆସନରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ସେ ଉପବାଚସ୍ପତି ଭାବେ ମଧ୍ୟ ଦାୟିତ୍ବ ତୁଲାଇ ଥିଲେ। କଂଗ୍ରେସ ଦଳ ସହ ଦୀର୍ଘ ବର୍ଷ ଧରି ଜଡ଼ିତ ଥିଲେ।

No comments:

COASTAL NEWS

COOPERATIVE MINISTER

To Sj Pradeep Balasamanta Hon’ble Minister, Cooperation, Handlooms & Textiles Department Government of Odisha Subject: ...