AFFILIATE MARKETING

https://binomo.com?a=90810425bb57&t=0

Monday, August 11, 2025

ଦାୟିତ୍ବ ଗ୍ରହଣ କଲେ ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା

ବରଗଡ଼ ଘଟଣା ଅତ୍ୟନ୍ତ ଦୁର୍ଭାଗ୍ୟଜନକ: ବବିତା ପାତ୍ର

ଭୁବନେଶ୍ୱର, ୧୧/୮: ଆଜି ଦାୟିତ୍ବ ଗ୍ରହଣ କରିଛନ୍ତି ଶିଶୁ ସୁରକ୍ଷା ଅଧିକାର ଆୟୋଗ ଅଧ୍ୟକ୍ଷା ବବିତା ପାତ୍ର। ତାଙ୍କ ସହିତ ଅନ୍ୟ ସଦସ୍ୟ ଶ୍ରୀମତୀ କଳ୍ପନା ଲେଙ୍କା, ଶ୍ରୀମତୀ ଚନ୍ଦନା ଦାସ, ଶ୍ରୀମତୀ ମନସ୍ମିତା ଖୁଣ୍ଟିଆ, ଶ୍ରୀମତୀ ସୁଜାତା ନାୟକ ଆଜି OSCPCR କାର୍ଯ୍ୟାଳୟରେ ଦାୟିତ୍ୱ ଗ୍ରହଣ କରିଛନ୍ତି।

ଦାୟିତ୍ୱ ଗ୍ରହଣ କରିବା ପରେ ଅଧ୍ୟକ୍ଷା ବବିତା ପାତ୍ର କହିଛନ୍ତି, “ଶିଶୁ ଦେଶର ଭବିଷ୍ୟତ, ସେମାନଙ୍କର ସୁରକ୍ଷା ଜରୁରୀ। ଶିଶୁମାନଙ୍କର ବିକାଶ ପାଇଁ କାର୍ଯ୍ୟ କରିବି। ବିଗତ କେସ୍‌ଗୁଡ଼ିକୁ ଅନୁଧ୍ୟାନ କରିବି, ରୋଡ୍‌ମ୍ୟାପ ପ୍ରସ୍ତୁତ କରିବି। ବିଭାଗୀୟ ମନ୍ତ୍ରୀଙ୍କ ସହ ଆଲୋଚନା କରି କାର୍ଯ୍ୟ କରିବି। ବରଗଡ଼ ଘଟଣା ଅତ୍ୟନ୍ତ ଦୁର୍ଭାଗ୍ୟଜନକ, ବିଚଳିତ କରୁଛି, ଯାଞ୍ଚ କରାଯିବ।”

No comments:

COASTAL NEWS

ଭାରତର ପ୍ରଥମ ଘରୋଇ ରକେଟ ବିକ୍ରମ-୧ର ଲଞ୍ଚ୍‌ ସଫଳ

ଭାରତର ପ୍ରଥମ ଘରୋଇ ରକେଟ ବିକ୍ରମ-୧ର ଲଞ୍ଚ୍‌ ସଫଳ ସ୍କାଏରୁଟ୍‌ ଏରୋସ୍ପେଶ ପକ୍ଷରୁ ନିର୍ମିତ ବିକ୍ରମ-୧କୁ ଲଞ୍ଚ କଲା ଇସ୍ରୋ ସ୍କାଏରୁଟ୍‌ ଏରୋସ୍ପେଶ ଟିମ୍‌ କୁ ଶୁଭେଚ୍ଛ...