AFFILIATE MARKETING

https://binomo.com?a=90810425bb57&t=0

Monday, August 11, 2025

ଦାୟିତ୍ବ ନେଲେ ନୂଆ ମହିଳା କମିଶନ ଅଧ୍ୟକ୍ଷା

‘ଆଇନଠାରୁ କେହି ଉର୍ଦ୍ଧ୍ବରେ ନୁହଁନ୍ତି’

ଭୁବନେଶ୍ୱର,୧୧/୮: ଆଜି ନୂଆ ମହିଳା କମିଶନ ଅଧ୍ୟକ୍ଷା ଭାବେ ଦାୟିତ୍ବ ଗ୍ରହଣ କରିଛନ୍ତି ଶୋଭନା ମହାନ୍ତି। ଦାୟିତ୍ୱ ଗ୍ରହଣ କରିବା ପରେ ପ୍ରତିକ୍ରିୟା ରଖି ଶୋଭା କହିଛନ୍ତି, ମହିଳାଙ୍କ ସୁରକ୍ଷା ନେଇ ଆଇନରେ କଠୋର ପଦକ୍ଷେପ ଦରକାର। କେହି ଆଇନଠାରୁ ଊର୍ଦ୍ଧ୍ବରେ ନୁହନ୍ତି, ଅନୁଧ୍ୟାନ କରିବି। ତଦନ୍ତ ପରିସର ଭିତରେ ଯିଏ ଦୋଷୀ ହେବେ, ନିଶ୍ଚିତ ଦଣ୍ଡ ପାଇବେ। ବାଲେଶ୍ବର ଆଦି ଘଟଣାରେ ସରକାର ତ୍ବରିତ ପଦକ୍ଷେପ ନେଇଛନ୍ତି ବୋଲି କହିଛନ୍ତି।

ସୂଚନାଯୋଗ୍ୟ, ଗତ ୫ ତାରିଖରେ ମହିଳା କମିଶନ ଅଧ୍ୟକ୍ଷା ଭାବେ ନିଯୁକ୍ତ କରିଥିଲେ ରାଜ୍ୟ ସରକାର। ସେ ଆସନ୍ତା ତିନି ବର୍ଷ ପର୍ଯ୍ୟନ୍ତ କାର୍ଯ୍ୟ କରିବେ।

No comments:

COASTAL NEWS

COOPERATIVE MINISTER

To Sj Pradeep Balasamanta Hon’ble Minister, Cooperation, Handlooms & Textiles Department Government of Odisha Subject: ...