AFFILIATE MARKETING

https://binomo.com?a=90810425bb57&t=0

Wednesday, August 20, 2025

NDA ଉପରାଷ୍ଟ୍ରପତି ପ୍ରାର୍ଥୀଙ୍କ ନାମାଙ୍କନ

ମୁଖ୍ୟ ପ୍ରସ୍ତାବକ ରହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ, ୨୦/୮: ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ନାମାଙ୍କନ ଭରିଲେ NDA ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ। ୪ ସେଟ୍‌ ନାମାଙ୍କନ ପତ୍ର ଦାଖଲ କଲେ। ନୂଆଦିଲ୍ଲୀ ସଂସଦ ଭବନରେ ନାମାଙ୍କନ ଦାଖଲ କଲେ ରାଧାକ୍ରିଷ୍ଣନ। ନାମାଙ୍କନ ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ଗୃହ ମନ୍ତ୍ରୀ ଅମିତ ଶାହ ଓ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ପ୍ରମୁଖ ଉପସ୍ଥିତ ଥିଲେ। ସିପି ରାଧାକ୍ରିଷ୍ଣନଙ୍କ ପାଇଁ ମୁଖ୍ୟ ପ୍ରସ୍ତାବକ ରହିଲେ ପ୍ରଧାନମନ୍ତ୍ରୀ ମୋଦି

No comments:

COASTAL NEWS

ଦେଶରେ ତୃତୀୟ ପର୍ଯ୍ୟାୟ ଭୋଟର ତାଲିକା ସଂଶୋଧନ ନେଇ ଘୋଷଣା କଲେ ଭାରତୀୟ ନିର୍ବାଚନ କମିଶନ(ଇସିଆଇ)। ଏଥରେ ଓଡ଼ିଶା ପାଳି।

ଦେଶରେ ତୃତୀୟ ପର୍ଯ୍ୟାୟ ଭୋଟର ତାଲିକା ସଂଶୋଧନ ନେଇ ଘୋଷଣା କଲେ ଭାରତୀୟ ନିର୍ବାଚନ କମିଶନ(ଇସିଆଇ)। ଏଥରେ ଓଡ଼ିଶା ପାଳି। ତୃତୀୟ ପର୍ଯ୍ୟାୟରେ ୧୬ ରାଜ୍ୟ ଓ ୩ କେନ୍ଦ୍ର ...