AFFILIATE MARKETING

https://binomo.com?a=90810425bb57&t=0

Sunday, September 28, 2025

କୁପଓ୍ବାରାରେ ଅନୁପ୍ରବେଶ ଉଦ୍ୟମ ପଣ୍ଡ, ୨ ଆତଙ୍କୀ ନିପାତ...

କୁପଓ୍ବାରାରେ ଅନୁପ୍ରବେଶ ଉଦ୍ୟମ ପଣ୍ଡ, ୨ ଆତଙ୍କୀ ନିପାତ...

ଜାମ୍ମୁ-କାଶ୍ମୀରର କୁପଓ୍ବାରା ଜିଲା ଅନ୍ତର୍ଗତ କେରନ ସେକ୍ଟରରେ ଆତଙ୍କବାଦୀଙ୍କ ଅନୁପ୍ରବେଶ ଉଦ୍ୟମ ପଣ୍ଡ କରିଛି ସେନା। ଆତଙ୍କବାଦୀମାନେ ନିୟନ୍ତ୍ରଣ ରେଖା ଦେଇ ଭାରତୀୟ ସୀମାକୁ ପ୍ରବେଶ କରିବାକୁ ଚେଷ୍ଟା କରୁଥିବା ସମୟରେ ଯବାନମାନେ ଗୁଳି ଚଳାଇଥିଲେ। ଫଳରେ ୨ ଜଣ ଆତଙ୍କବାଦୀ ପ୍ରାଣ ହରାଇଥିଲେ।
କେରନ ସେକ୍ଟର ଦେଇ ଆତଙ୍କୀମାନେ ଅନୁପ୍ରବେଶ କରିବା ନେଇ ସେନାକୁ ଗୁପ୍ତ ସୂଚନା ମିଳିଥିଲା। ବିଏସଏଫ ପକ୍ଷରୁ ମଧ୍ୟ ଏ ନେଇ ସୂଚନା ହସ୍ତଗତ ହୋଇଥିଲା। ଆତଙ୍କୀମାନେ ଅନୁପ୍ରବେଶ ପାଇଁ ଲଞ୍ଚପ୍ୟାଡରେ ଠୁଳ ହୋଇଥିଲେ। ଏହା ପରେ ରବିବାର ଭୋର ପ୍ରାୟ ୪ଟା ସମୟରେ ଯବାନଙ୍କ ପକ୍ଷରୁ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା। ଏହି ସମୟରେ ଯବାନଙ୍କ ଗୁଳିରେ ୨ ଆତଙ୍କ ନିହତ ହୋଇଥିଲେ। ସେହି ଅଞ୍ଚଳରେ ସର୍ଚ୍ଚ ଅପରେସନ ଜାରି ରହିଛି।

No comments:

COASTAL NEWS

ଆସ କିଏ ଖାଇବ

ଆସ କିଏ ଖାଇବ ହୋ ଆମ ବଡ଼ବାବୁଙ୍କ ଖାନା ଗ୍ୟାସ ଜଳିବନି  ଚୁଲି ଜଳିବନି ବନେଇ ଦେବେ ନନା ।। ଆସ ଭାଇ ଆସ ଭଉଣୀ ପାତରେ ଭରି ଭୋଗ ଖାଇ ଖାଇ ଖୁସି ହେବ ଭୁଲିଯ...