AFFILIATE MARKETING

https://binomo.com?a=90810425bb57&t=0

Monday, September 1, 2025

ପ୍ରଧାନମନ୍ତ୍ରୀଙ୍କ ମନ୍ କି ବାତ୍ଓଡ଼ିଆ ଝିଅ ରଶ୍ମିତାଙ୍କୁ ପ୍ରଶଂସା କଲେ

ଓଡ଼ିଆ ଝିଅ ରଶ୍ମିତାଙ୍କୁ ପ୍ରଶଂସା କଲେ

ନୂଆଦିଲ୍ଲୀ, ୩୧/୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରେଡିଓ କାର୍ଯ୍ୟକ୍ରମ ‘ମନ୍ କି ବାତ୍’ର ୧୧୪ତମ ସଂସ୍କରଣରେ ଦେଶବାସୀଙ୍କୁ ସମ୍ବୋଧିତ କରି କରିଛନ୍ତି। ଚଳିତ ମନ କି ବାତରେ ପ୍ରଧାନମନ୍ତ୍ରୀ ମୋଦି ଓଡ଼ିଆ ଝିଅ ରଶ୍ମିତା ସାହୁଙ୍କ ସହ କଥା ହୋଇଛନ୍ତି।

ଶ୍ରୀନଗରରେ ଆୟୋଜିତ ୱାଟର ସ୍ପୋର୍ଟସରେ ଭାଗ ନେଇଥିବା ରଶ୍ମିତାଙ୍କୁ ଭୂୟସୀ ପ୍ରଶଂସା କରିଛନ୍ତି। ନୌଚାଳନାରେ ଭାଗ ନେଇଥିବା ରଶ୍ମିତା ୨ଟି ସ୍ବର୍ଣ୍ଣ ପଦକ ଜିତିଥିଲେ। ତେଣୁ ତାଙ୍କୁ ବଧାଇ ଜଣାଇଥିଲେ ପ୍ରଧାନମନ୍ତ୍ରୀ ମୋଦି।

କିପରି କ୍ରୀଡ଼ା ଜୀବନ ଆରମ୍ଭ କଲେ, କଣ ସଂଘର୍ଷ ଥିଲା ପଚାରି ବୁଝିଲେ ପ୍ରଧାନମନ୍ତ୍ରୀ। ସଂଘର୍ଷ ସତ୍ତ୍ବେ ଖେଳକୁ ନ ଛାଡ଼ି ଜାରି ରଖିବାକୁ ପରାମର୍ଶ ମଧ୍ୟ ଦେଇଛନ୍ତି।

No comments:

COASTAL NEWS

ବଢ଼ିଲା ବାତ୍ୟା ଆଶଙ୍କା

ବଢ଼ିଲା ବାତ୍ୟା ଆଶଙ୍କା ନମସ୍କାର, ଆପଣ ଦେଖୁଛନ୍ତି କୋଷ୍ଟାଲ ନିଉଜ୍ । ମୁଁ ଆପଣଙ୍କ ଉପସ୍ଥାପକ ଶେଖର ସୁମନ ଦାସ । ବଙ୍ଗୋପସାଗର ଓ ଆଣ୍ଡାମାନ ସାଗରକୁ ନେଇ...