AFFILIATE MARKETING

https://binomo.com?a=90810425bb57&t=0

Thursday, September 11, 2025

ବିଜେଡି ଛାଡ଼ିଲେ ହରିଶଙ୍କର

ପାଣ୍ଡିଆନ୍‌ଙ୍କୁ ଟାର୍ଗେଟ୍‌, କହିଲେ ନବୀନ ଅନ୍ଧପୁଟୁଳି ବାନ୍ଧିଛନ୍ତି

ଭୁବନେଶ୍ୱର, ୧୧/୯: ବିଜେଡି ଛାଡ଼ିଲେ ଛାତ୍ରନେତା ହରିଶଙ୍କର ରାଉତ। ସାମ୍ବାଦିକ ସମ୍ମିଳନୀରେ ଦଳ ଛାଡ଼ିବା ନେଇ ସୂଚନା ଦେଇଛନ୍ତି। ହରିଶଙ୍କର ଦଳ ଛାଡ଼ିବା ସହ ପାଣ୍ଡିଆନଙ୍କ ବିରୋଧରେ ବିଷୋଦଗାର କରିଛନ୍ତି।

ସେ କହିଛନ୍ତି, ଛାତ୍ର ଓ ଯୁବ ସଭାପତି ଚୟନ ପାଣ୍ଡିଆନଙ୍କ ନିର୍ଦ୍ଦେଶରେ ହୋଇଛି। ଏବେବି ପାଣ୍ଡିଆନ ବିଜେଡିକୁ କବ୍‌ଜା କରି ରଖିଛନ୍ତି। ଅଣଓଡ଼ିଆ ହୋଇ ଦଳକୁ ପରିଚାଳନା କରୁଛନ୍ତି, ନବୀନ ଅନ୍ଧପୁଟୁଳି ବାନ୍ଧିଛନ୍ତି। ପାଣ୍ଡିଆନଙ୍କ ଯୋଗୁଁ ଆଜି ଦଳର ଏ ସ୍ଥିତି ହୋଇଛି। ନିର୍ବାଚନରେ ଲୋକେ ଏହାର ଜବାବ ଦେଲେ। ଏହା ସତ୍ତ୍ବେ ବି ନବୀନଙ୍କ ପାଣ୍ଡିଆନ ପ୍ରୀତି ଯାଇନି।

ବିଜେଡିରେ କୋଟେରୀ ଗ୍ରୁପ୍‌ କାମ କରୁଛି, କିଛି ବରିଷ୍ଠ ନେତା ଅଛନ୍ତି। ବ୍ୟୋମକେଶ ରାୟଙ୍କ ସହ କିଛି ବରିଷ୍ଠ ନେତା ଏଥିରେ ସାମିଲ୍ ଅଛନ୍ତି। ଏସବୁ ନେତା ପାଣ୍ଡିଆନଙ୍କ ଚାମଚା ସାଜିଛନ୍ତି ବୋଲି ହରିଶଙ୍କର କହିଛନ୍ତି।

No comments:

COASTAL NEWS

COOPERATIVE MINISTER

To Sj Pradeep Balasamanta Hon’ble Minister, Cooperation, Handlooms & Textiles Department Government of Odisha Subject: ...