AFFILIATE MARKETING

https://binomo.com?a=90810425bb57&t=0

Monday, September 1, 2025

ସ୍ୱାୟତ୍ତ ଶାସନ ଦିବସ: ୧୬ଟି ନୂଆ ଏନଏସି ଘୋଷଣା

୭ଟି ନୂଆ ମ୍ୟୁନିସିପାଲଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୩୧/୮: ଆଜି ଭୁବନେଶ୍ୱର ସ୍ଥିତ ରେଳ ଅଡିଟୋରିୟମରେ ରାଜ୍ୟ ସ୍ତରୀୟ ସ୍ୱାୟତ୍ତ ଶାସନ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୧୬ଟି ନୂତନ ଏନଏସି ଓ ୭ଟି ନୂଆ ମ୍ୟୁନିସିପାଲଟି ଘୋଷଣା କରିଛନ୍ତି।

୧୬ଟି ନୂଆ ଏନଏସି ହେଲା ବଲାଙ୍ଗୀରର ଲୋଇସିଂହା, ବରଗଡର ସୋହେଲା, କଟକର ବଡ଼ମ୍ବା, ନରସିଂହପୁର, ସାଲେପୁର, ଢେଙ୍କାନାଳର ଗଁଦିଆ, ଗଞ୍ଜାମର ଜଗନ୍ନାଥପ୍ରସାଦ, ପାତ୍ରପୁର, ଯାଜପୁରର ଚଣ୍ଡିଖୋଲ, କଳାହାଣ୍ଡିର ନର୍ଲା, ଜୟପାଟଣା, ଖୋର୍ଦ୍ଧାର ଟାଙ୍ଗୀ, କୋରାପୁଟର ବୋରିଗୁମ୍ମା ଓ ମୟୂରଭଞ୍ଜର କପ୍ତିପଦା, ଯଶୀପୁର, ରାସଗୋବିନ୍ଦପୁର।

୭ଟି ମ୍ୟୁନିସିପାଲଟି ହେଲା ମୟୂରଭଞ୍ଜର କରଞ୍ଜିଆ, ବୌଦ୍ଧ, ଗଞ୍ଜାମର ଭଞ୍ଜନଗର, ଆସିକା, ଛତ୍ରପୁର, କବିସୂର୍ଯ୍ୟନଗର ଏବଂ ପୋଲସରା।

No comments:

COASTAL NEWS

COOPERATIVE MINISTER

To Sj Pradeep Balasamanta Hon’ble Minister, Cooperation, Handlooms & Textiles Department Government of Odisha Subject: ...