AFFILIATE MARKETING

https://binomo.com?a=90810425bb57&t=0

Tuesday, September 9, 2025

ସିପି ରାଧାକ୍ରିଷ୍ଣନ ଭାରତର ନୂଆ ଉପରାଷ୍ଟ୍ରପତି

ନୂଆ ଉପରାଷ୍ଟ୍ରପତି ଭାବେ ନିର୍ବାଚିତ ହେଲେ


ନୂଆଦିଲ୍ଲୀ, ୯/୯: NDA ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ ଦେଶର ନୂଆ ଉପରାଷ୍ଟ୍ରପତି। ଉପରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି ସିପି ରାଧାକ୍ରିଷ୍ଣନ। INDIA ବ୍ଲକ ପ୍ରାର୍ଥୀ ବି. ସୁଦର୍ଶନ ରେଡ୍ଡୀଙ୍କୁ ହରାଇ ଉପରାଷ୍ଟ୍ରପତି ଭାବେ ନିର୍ବାଚିତ ହେଲେ ରାଧାକ୍ରିଷ୍ଣନ୍।

୪୫୨ ପ୍ରଥମ ପସନ୍ଦ ଭୋଟ ପାଇ ନିର୍ବାଚିତ ହେଲେ। ସୁଦର୍ଶନ ରେଡ୍ଡୀଙ୍କୁ ମିଳିଥିଲା ୩୦୦ ପ୍ରଥମ ପସନ୍ଦ ଭୋଟ। ଭୋଟ ଗଣତି ପରେ ଫଳାଫଳ ଘୋଷଣା କଲେ ରାଜ୍ୟସଭା ମହାସଚିବ ପିସି ମୋଦି। ଶ୍ରୀ ପିସି ମୋଦୀଙ୍କ ସୂଚନା ଅନୁସାରେ ଏହି ନିର୍ବାଚନରେ ମୋଟ ୭୮୮ ଜଣ ଭୋଟ ଦେବାକୁ ଅଧିକୃତ ଥିଲେ, ଯେଉଁଥିରୁ ୭୮୧ ଜଣ ଅଂଶଗ୍ରହଣ କରିଥିଲେ। ମୋଟ୍ ୯୮.୨ ପ୍ରତିଶତ ମତଦାନ ହୋଇଛି।

No comments:

COASTAL NEWS

ଭାରତର ପ୍ରଥମ ଘରୋଇ ରକେଟ ବିକ୍ରମ-୧ର ଲଞ୍ଚ୍‌ ସଫଳ

ଭାରତର ପ୍ରଥମ ଘରୋଇ ରକେଟ ବିକ୍ରମ-୧ର ଲଞ୍ଚ୍‌ ସଫଳ ସ୍କାଏରୁଟ୍‌ ଏରୋସ୍ପେଶ ପକ୍ଷରୁ ନିର୍ମିତ ବିକ୍ରମ-୧କୁ ଲଞ୍ଚ କଲା ଇସ୍ରୋ ସ୍କାଏରୁଟ୍‌ ଏରୋସ୍ପେଶ ଟିମ୍‌ କୁ ଶୁଭେଚ୍ଛ...