AFFILIATE MARKETING

https://binomo.com?a=90810425bb57&t=0

Saturday, September 20, 2025

ବିଧାନସଭା ମୌସୁମୀ ଅଧିବେଶନର ତୃତୀୟ ଦିନ

ବିରୋଧୀଙ୍କ ହୋହଲ୍ଲା: ଚାଲି ପାରିଲାନି ଗୃହ

ଭୁବନେଶ୍ୱର, ୨୦/୯: ଆଜି ବିଧାନସଭାର ମୌସୁମୀ ଅଧିବେଶନର ତୃତୀୟ ଦିନରେ ବିରୋଧୀଙ୍କ ହୋହଲ୍ଲା ଯୋଗୁଁ ଗୃହ କାର୍ଯ୍ୟ ସୁରୁଖୁରୁରେ ଚାଲି ପାରିନାହିଁ। ଆଜି ମଧ୍ୟ ଅପରାହ୍ନ ୪ଟା ଯାଏଁ ଗୃହକୁ ମୁଲତବୀ ରଖିଛନ୍ତି ବାଚସ୍ପତି ସୁରମା ପାଢ଼ୀ। ପ୍ରଶ୍ନକାଳ ଆରମ୍ଭରୁ ସାର ପ୍ରସଙ୍ଗରେ ବିଜେଡ଼ି ସଦସ୍ୟମାନେ ବାଚସ୍ପତିଙ୍କ ପୋଡିୟମ ଆଗରେ ନାରାବାଜି ଜାରି ରଖିବାରୁ ବାଚସ୍ପତି ଗୃହକୁ ମୁଲତବୀ ଘୋଷଣା କରିଛନ୍ତି।

ସୂଚନାଯୋଗ୍ୟ, ଗତ କାଲି ମଧ୍ୟ ବିଜେଡ଼ି ସଦସ୍ୟଙ୍କ ନାରାବାଜି ଓ ହୋହଲ୍ଲା ଯୋଗୁଁ ଦୁଇ ଥର ଗୃହ ମୁଲତବୀ ରଖା ଯାଇଥିଲା।

No comments:

COASTAL NEWS

ଭାରତର ପ୍ରଥମ ଘରୋଇ ରକେଟ ବିକ୍ରମ-୧ର ଲଞ୍ଚ୍‌ ସଫଳ

ଭାରତର ପ୍ରଥମ ଘରୋଇ ରକେଟ ବିକ୍ରମ-୧ର ଲଞ୍ଚ୍‌ ସଫଳ ସ୍କାଏରୁଟ୍‌ ଏରୋସ୍ପେଶ ପକ୍ଷରୁ ନିର୍ମିତ ବିକ୍ରମ-୧କୁ ଲଞ୍ଚ କଲା ଇସ୍ରୋ ସ୍କାଏରୁଟ୍‌ ଏରୋସ୍ପେଶ ଟିମ୍‌ କୁ ଶୁଭେଚ୍ଛ...