AFFILIATE MARKETING

https://binomo.com?a=90810425bb57&t=0

Thursday, October 16, 2025

ରାଶନକାର୍ଡ ହିତାଧିକାରୀଙ୍କ ପାଇଁ ଖୁସି ଖବର, ମୁଣ୍ଡପିଛା ମିଳିବ ଅଧିକ ଚାଉଳ...

ରାଶନକାର୍ଡ ହିତାଧିକାରୀଙ୍କ ପାଇଁ ଖୁସି ଖବର, ମୁଣ୍ଡପିଛା ମିଳିବ ଅଧିକ ଚାଉଳ
 
ଭୁବନେଶ୍ୱର,୧୫ା୧୦: ରାଶନକାର୍ଡ ହିତାଧିକାରୀଙ୍କ ପାଇଁ ଖୁସି ଖବର। ଏଣିକି ମୁଣ୍ଡ ପିଛା ଚାଉଳ ପରିମାଣ ବଢ଼ିପାରେ। ତେବେ ୫ କିଲୋ ଜାଗାରେ ଆଉ ଅଧିକ ୫କିଲୋ ଚାଉଳ ଦେବାକୁ ରାଜ୍ୟ ସରକାର ଚିନ୍ତା କରୁଥିବା କହିଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର।

ରାଶନକାର୍ଡରେ ଥିବା ପ୍ରାୟ ୩ କୋଟି ୨୫ ଲକ୍ଷ ହିତାଧିକାରୀ ଅଧିକ ଚାଉଳ ପାଇବେ। ଏନେଇ ଖୁବଶୀଘ୍ର ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେବେ। ଅନେକ ଗରିବ ହିତାଧିକାରୀଙ୍କୁ ୫ କିଲୋ ଚାଉଳ ପର୍ଯ୍ୟାପ୍ତ ହେଉ ନ ଥିବାରୁ ଏନେଇ ସରକାର ଚିନ୍ତା କରୁଥିବା କହିଛନ୍ତି ଯୋଗାଣ ମନ୍ତ୍ରୀ। ଏବେ ମୁଖ୍ୟମନ୍ତ୍ରୀଙ୍କ ପାଖକୁ ଫାଇଲ୍‌ ପଠାଯିବ । ମୁଖ୍ୟମନ୍ତ୍ରୀ ଚୂଡ଼ାନ୍ତ ନିଷ୍ପତ୍ତି ନେବେ ବୋଲି ମନ୍ତ୍ରୀ ପାତ୍ର କହିଛନ୍ତି।

No comments:

COASTAL NEWS

ଦେଶରେ ତୃତୀୟ ପର୍ଯ୍ୟାୟ ଭୋଟର ତାଲିକା ସଂଶୋଧନ ନେଇ ଘୋଷଣା କଲେ ଭାରତୀୟ ନିର୍ବାଚନ କମିଶନ(ଇସିଆଇ)। ଏଥରେ ଓଡ଼ିଶା ପାଳି।

ଦେଶରେ ତୃତୀୟ ପର୍ଯ୍ୟାୟ ଭୋଟର ତାଲିକା ସଂଶୋଧନ ନେଇ ଘୋଷଣା କଲେ ଭାରତୀୟ ନିର୍ବାଚନ କମିଶନ(ଇସିଆଇ)। ଏଥରେ ଓଡ଼ିଶା ପାଳି। ତୃତୀୟ ପର୍ଯ୍ୟାୟରେ ୧୬ ରାଜ୍ୟ ଓ ୩ କେନ୍ଦ୍ର ...