AFFILIATE MARKETING

https://binomo.com?a=90810425bb57&t=0

Thursday, October 16, 2025

ବଢ଼ିଲା ମହଙ୍ଗା ଭତ୍ତା

ବଢ଼ିଲା ମହଙ୍ଗା ଭତ୍ତା

ଭୁବନେଶ୍ଵର, ୧୬/୧୦: ଦୀପାବଳି ପୂର୍ବରୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ବଡ ଘୋଷଣା। ରାଜ୍ୟ ସରକାରୀ କର୍ମଚାରୀଙ୍କୁ ଦୀପାବଳୀ ଭେଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି କରିଛନ୍ତି।

ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୫ ପ୍ରତିଶତରୁ ୫୮ ପ୍ରତିଶତକୁ ବୃଦ୍ଧି ପାଇଲା। ଏହା ଜୁଲାଇ ପହିଲା ୨୦୨୫ରୁ ପିଚ୍ଛିଲା ଭାବରେ ଲାଗୁ ହେବ। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଅକ୍ଟୋବର ମାସ ଦରମାରେ ନଗଦ ଆକାରରେ ମିଳିବ

ପେନ୍‌ସନଭୋଗୀମାନଙ୍କ ଟି.ଆଇ ରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି ହୋଇଛି। ଅନୁରୂପ ଭାବେ ଅକ୍ଟୋବର ମାସ ପେନ୍‌ସନରେ ଏହି ବର୍ଦ୍ଧିତ ଟି.ଆଇ ମିଳିବ। ଏହା ଦ୍ୱାରା ପ୍ରାୟ ସାଢେ ଆଠ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍‌ସନଭୋଗୀ ଉପକୃତ ହେବେ।

No comments:

COASTAL NEWS

ଖବର ଆଜିର

*ଖବର ଆଜିର,  ରାଜ୍ୟରୁ ବିଦାୟ ନେବ ମୌସୁମୀ। ଆସନ୍ତାକାଲି କୋରାପୁଟ ଓ ମାଲକାନଗିରି ଜିଲ୍ଲାର କିଛି କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ରାସ...