AFFILIATE MARKETING

https://binomo.com?a=90810425bb57&t=0

Thursday, October 30, 2025

CBSE ଦଶମ ଓ ଦ୍ବାଦଶ ପରୀକ୍ଷା ତାରିଖ ଘୋଷଣା

ଦଶମ ପିଲାଙ୍କ ପାଇଁ ହେବ ୨ଟି ବୋର୍ଡ ପରୀକ୍ଷା

ନୂଆଦିଲ୍ଲୀ, ୩୦/୧୦: CBSE ଦଶମ, ଦ୍ବାଦଶ ଶ୍ରେଣୀ ପରୀକ୍ଷା ତାରିଖ ଘୋଷଣା କରାଯାଇଛି। ଏ ନେଇ CBSE ପକ୍ଷରୁ ପରୀକ୍ଷାର ୧୧୦ ଦିନ ପୂର୍ବରୁ ପ୍ରକାଶ ପାଇଲା ସୂଚୀ।

ବିଜ୍ଞପ୍ତି ଅନୁସାରେ, ଫେବ୍ରୁଆରୀ ୧୭ରୁ ଆରମ୍ଭ ହେବ ଦଶମ ଓ ଦ୍ବାଦଶ ପରୀକ୍ଷା। ଫେବ୍ରୁଆରୀ ୧୭ରୁ ମାର୍ଚ୍ଚ ୧୦ ଯାଏଁ ହେବ ଦଶମ ପରୀକ୍ଷା। ଚଳିତ ଥରଠାରୁ ଦଶମ ଶ୍ରେଣୀ ପାଇଁ ହେବ ୨ଟି ବୋର୍ଡ ପରୀକ୍ଷା। ସେହିପରି ଫେବ୍ରୁଆରୀ ୧୭ରୁ ଏପ୍ରିଲ୍ ୯ ଯାଏଁ ହେବ ଦ୍ବାଦଶ ପରୀକ୍ଷା। ପ୍ରତିଦିନ ସକାଳ ୧୦ଟା ୩୦ରୁ ଆରମ୍ଭ ହେବ ପରୀକ୍ଷା।

No comments:

COASTAL NEWS

ଦେଶରେ ତୃତୀୟ ପର୍ଯ୍ୟାୟ ଭୋଟର ତାଲିକା ସଂଶୋଧନ ନେଇ ଘୋଷଣା କଲେ ଭାରତୀୟ ନିର୍ବାଚନ କମିଶନ(ଇସିଆଇ)। ଏଥରେ ଓଡ଼ିଶା ପାଳି।

ଦେଶରେ ତୃତୀୟ ପର୍ଯ୍ୟାୟ ଭୋଟର ତାଲିକା ସଂଶୋଧନ ନେଇ ଘୋଷଣା କଲେ ଭାରତୀୟ ନିର୍ବାଚନ କମିଶନ(ଇସିଆଇ)। ଏଥରେ ଓଡ଼ିଶା ପାଳି। ତୃତୀୟ ପର୍ଯ୍ୟାୟରେ ୧୬ ରାଜ୍ୟ ଓ ୩ କେନ୍ଦ୍ର ...