AFFILIATE MARKETING
Thursday, February 1, 2024
ଆଜିର ରାଶିଫଳ
Wednesday, January 31, 2024
COASTAL NEWS ODIA 1691 Accident in baramulla ବାରାମୁଲ୍ଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ୭ ମୃତ
Under 19 World Cup: ଭାରତର ବଡ଼ ବିଜୟ, ନ୍ୟୁଜିଲ୍ୟାଣ୍ଡକୁ ୨୧୪ ରନରେ ପରାସ୍ତ କଲା ଭାରତ
ଆଜିର ରାଶିଫଳ
Tuesday, January 30, 2024
COASTAL NEWS ODIA 1688 ଓଡ଼ିଶାବାସୀଙ୍କ ପାଇଁ ଖୁସି ଖବର ପ୍ରଥମ ସ୍ଥାନ ଅଧିକାର କଲା 'ଓଡ଼ିଶାର ପ୍ରଜ୍ଞାପନ ମେଢ'
Saturday, January 27, 2024
COASTAL NEWS ODIA 1687 ମହୁ ଆଳି ଅଧା ପନ୍ତରିଆ ରାସ୍ତାରେ ଦୁର୍ଘଟଣା ଜଣେ ମୃତ,ଜଣେ ଆହତ
MELANISTIC TIGER PARK ଶିମିଳିପାଳ ଅଭୟାରଣ୍ୟରେ ହେବ ବିଶ୍ୱର ପ୍ରଥମ କଳାବାଘ ସଫାରି
MELANISTIC TIGER PARK
ଶିମିଳିପାଳ ଅଭୟାରଣ୍ୟରେ ହେବ ବିଶ୍ୱର ପ୍ରଥମ କଳାବାଘ ସଫାରି
ଭୁବନେଶ୍ବର - (CNO) ଖୁବଶୀଘ୍ର କଳାବାଘ ସଫାରି ହେବା ନେଇ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କଳାବାଘ ସଫାରି ପାଇଁ ନ୍ୟାସନାଲ ଟାଇଗର କଞ୍ଜରଭେସନ ଅଥରିଟି (ଏନଟିସିଏ) ପକ୍ଷରୁ ଅନୁମତି ମିଳିଛି।
ବନ୍ୟପ୍ରାଣୀ ପିସିସିଏଫ ସୁଶାନ୍ତ ନନ୍ଦଙ୍କ ସୂଚନା ଅନୁଯାୟୀ ଆସନ୍ତା ଅକ୍ଟୋବର ମାସରୁ ପର୍ଯ୍ୟଟକମାନେ କଳାବାଘ ସଫାରି ବୁଲିବେ। ଶିମିଳିପାଳ ଅଭୟାରଣ୍ୟକୁ ବୁଲିବାକୁ ଆସୁଥିବା ପର୍ଯ୍ୟଟକଙ୍କୁ ଏହା ଏକ ନୂତନ ଅନୁଭୂତି ଦେବ।
ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟଠାରୁ ୧୫ କିମି ଦୂରରେ ଏହି ସଫାରି ହେବ। ଶିମିଳିପାଳ ଅଭୟାରଣ୍ୟର ୨୦୦ ହେକ୍ଟର ଜମିରେ କଳାବାଘ ସଫାରି ପ୍ରତିଷ୍ଠା ହେବ। ୨୦୦ ହେକ୍ଟରରୁ ୧୦୦ ହେକ୍ଟରରେ ବାଘ ରହଣି ସ୍ଥଳ ହେବ। ବଳକା ୧୦୦ ହେକ୍ଟର ଜମିରେ ପାର୍କିଂ ଓ ସ୍ଵାସ୍ଥ୍ୟ କେନ୍ଦ୍ର ପ୍ରତିଷ୍ଠା ହେବ।
ସ୍ୱାସ୍ଥ୍ୟ କେନ୍ଦ୍ରଟି ବିଶ୍ୱସ୍ତରୀୟ ବ୍ୟାଘ୍ର ଚିକିତ୍ସା କେନ୍ଦ୍ର ହେବ। ପ୍ରାଥମିକ ଭାବେ ନନ୍ଦନକାନନରେ ଥିବା ୩ଟି କଳାବାଘ ଓ ଗୋଟିଏ ଧଳାବାଘଙ୍କୁ ଏହି ସଫାରିକୁ ଅଣାଯିବ। ଏଠାରେ ଖୋଲା ଏନକ୍ଲୋଜର ମଧ୍ୟରେ ବାଘମାନଙ୍କୁ ରଖାଯିବ।
ପ୍ରାରମ୍ଭିକ ଭାବେ ନନ୍ଦନକାନନ ପ୍ରାଣୀ ଉଦ୍ୟାନରୁ ୩ଟି କଳା ଓ ଧଳାବାଘଙ୍କୁ ସେଠାକୁ ନିଆଯିବ। ଏହା ବ୍ୟତୀତ ରାଜ୍ୟର ବିଭିନ୍ନ ସ୍ଥାନରୁ ଉଦ୍ଧାର ହୋଇଥିବା ବାଘ, ଅନାଥ ହୋଇଯାଇଥିବା ବାଘମାନଙ୍କୁ ଏଠାକୁ ଅଣାଯିବ। ଯେଉଁମାନେ ଜଙ୍ଗଲରେ ରହିବାକୁ ଯୋଗ୍ୟ ନଥିବେ ଏବଂ ପ୍ରଦର୍ଶନୀ ପାଇଁ ଯୋଗ୍ୟ ଥିବେ ସେମାନଙ୍କୁ ସଫାରିର ଖୋଲା ଏନ୍କ୍ଲୋଜରରେ ରଖାଯିବ।
ଓଡ଼ିଶାରେ ବନ୍ୟପ୍ରାଣୀ ପର୍ଯ୍ୟଟନ କ୍ଷେତ୍ରକୁ ଉତ୍ସାହିତ କରିବାରେ ଏହି ସଫାରି ବେଶ୍ ସହାୟକ ହେବ। ଏଭଳି ପଦକ୍ଷେପ ନିଆଯିବା ଦ୍ଵାରା ପରିବେଶବିତ୍, ଗବେଷକ, ବନ୍ୟପ୍ରାଣୀ କ୍ଷେତ୍ରରେ ଉତ୍ସାହିତ ବ୍ୟକ୍ତି ଓ ସାଧାରଣ ଲୋକେ କଳା ବାଘଙ୍କୁ ନିକଟରୁ ଦେଖିବା ସହ ସେମାନଙ୍କ ସଂରକ୍ଷଣ ସମ୍ପର୍କରେ ଜାଣିପାରିବେ। ଶିମିଳିପାଳ ଅଭୟାରଣ୍ୟ ବୁଲିବାକୁ ଆସୁଥିବା ପର୍ଯ୍ୟଟକମାନେ ଏହି ସଫାରି ଭ୍ରମଣ କରିପାରିବେ।
ଏନଟିସିଏର ୨୦୨୨ ମସିହା ରିପୋର୍ଟ ଅନୁସାରେ ଶିମିଳିପାଳ ଅଭୟାରଣ୍ୟରେ ମୋଟ ୧୮ଟି ମହାବଳ ବାଘ ଅଛନ୍ତି। ସେଥିମଧ୍ୟରୁ ୯ଟି କଳାବାଘ ରହିଛନ୍ତି। ବାଘମାନେ ସୁସ୍ଥ ରହିଛନ୍ତି ଓ ନିର୍ଭୟରେ ଘୂରି ବୁଲୁଛନ୍ତି। ଏହି ରିପୋର୍ଟକୁ ନେଇ ପରିବେଶବିତଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି।
Friday, January 26, 2024
କାର ଦୁର୍ଘଟଣାରେ ‘ଶିଶୁ ସାହିତ୍ୟିକ କେଶବ ସିଂ ’ ଆହତ
Thursday, January 25, 2024
Republic Day 2024 କେତେ ତମ ସାଧାରଣତନ୍ତ୍ର ଦିବସ ପାଳନ କରିବ ଭାରତ ୭୪ ନାଁ ୭୫
ଆଜିର ରାଶିଫଳ
Wednesday, January 24, 2024
COASTAL NEWS ODIA 1682 ହ୍ରାସ ପାଇବ ଖାଇବା ତେଲର ମୂଲ୍ୟ
ରାମ ଭକ୍ତ ହନୁମାନ ଙ୍କ ପ୍ରଭୁ ଦର୍ଶନ !
BSKY Nabin Card - ୨ ଦିନ ପରେ ବନ୍ଦ ହୋଇଯିବ BSKY ନବୀନ କାର୍ଡର ପଞ୍ଜୀକରଣ
ବୋଟ୍ ଓଲଟି ଯିବାରୁ ୧୬ ସ୍କୁଲ ଛାତ୍ରଛାତ୍ରୀ ଓ ୨ ଶିକ୍ଷକଙ୍କ ମୃତ୍ୟୁ
Monday, January 22, 2024
ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ରାମଲାଲାଙ୍କ ନିକଟରେ କଲେ କ୍ଷମା ପ୍ରାର୍ଥନା
Sunday, January 21, 2024
ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ପାଇଁ ୫୦ କୋଟି ଦାନ କଲେ ପ୍ରଭାସ
Saturday, January 20, 2024
COASTAL NEWS ODIA 1676 ନାବାଳକକୁ ଦୁଷ୍କର୍ମ କରିଥିବା ଯୁବକକୁ ୨୦ ବର୍ଷ କାରା ଦଣ୍ଡ
COASTAL NEWS ODIA 1675 କୋଚିଂ ସେଣ୍ଟର ଯାଇ ପାରିବେ ନାହିଁ ୧୬ ବର୍ଷରୁ କମ୍ ବୟସର ଛାତ୍ରଛାତ୍ରୀ
Friday, January 19, 2024
ଆଜିର ରାଶିଫଳ
COASTAL NEWS ODIA 1674
*🌹🌼👉ମହାବୀର ପଞ୍ଜିକା👈🌼🌹*
*✧═════•❁❀❁•═════✧*
*ଅଦ୍ୟ ଜାନୁଆରୀ ମାସ ୧୯ ତାରିଖ ୨୦୨୪ ମସିହା(ଶୁକ୍ରବାର)*
*✧═════•❁❀❁•════✧*
*ଡ:ବାୟୁନନ୍ଦନ ମିଶ୍ର*
*✧═════•❁❀❁•═════✧*
*🌼🌹꧁ ଆଜିର ରାଶିଫଳ꧂🌹🌼*
*✧═════•❁❀❁•═════✧*
*🌷ମେଷ🌷👉 : ଆଜି ଆପଣଙ୍କ ଆର୍ଥିକ ଦୃଷ୍ଟିକୋଣରେ ଦିନ ମଧ୍ୟମ ଫଳଦାୟୀ ଅଟେ। ଖର୍ଚ୍ଚର ଚିନ୍ତାରେ ମନ ଅଶାନ୍ତି ରହିପାରେ କିନ୍ତୁ ସବୁ ଠିକ ହୋଇଯିବ। ବାଣୀ ଉପରେ ନିୟନ୍ତ୍ରଣ ରଖିବେ, ଅନ୍ୟଥା କ୍ଷତି ହୋଇପାରେ। ସହକର୍ମିମାନଙ୍କଠାରୁ ଆପଣଙ୍କୁ ଲାଭବାନ ହେବ।*
*✧═════•❁❀❁•═════✧*
*🌷ବୃଷ🌷👉 : ଆଜି ନିଜର ଉତ୍ସାହ ଗୁଣ ଯେକୌଣସି କାର୍ଯ୍ୟକୁ ଭଲ ଭାବରେ ସଂପନ୍ନ କରିବାରେ ସହାଯକ ହେବ। ଆପଣଙ୍କପାଇଁ କାର୍ଯ୍ୟ ପ୍ରତି ଏକାଗ୍ର ହେବା ସରଳ ରହିବ। ଧନ ଲାଭର ସମ୍ଭାବନା ଅଛି।ଶାରୀରିକ ଏବଂ ମାନସିକ ରୂପରେ ସ୍ଵାସ୍ଥ୍ୟ ଭଲ ରହିବ।*
*✧═════•❁❀❁•═════✧*
*🌷ମିଥୁନ🌷👉 : ଆଜି ଆୟ ଅପେକ୍ଷା ଖର୍ଚ୍ଚ ଅଧିକ ହୋଇପାରେ। ଆପଣଙ୍କ ଦିନ ଶାରୀରିକ ଏବଂ ମାନସିକ ଅସୁସ୍ଥତା ସହିତ କଟିବ। ଈଷ୍ଟ ଦେବତାଙ୍କର ଧ୍ୟାନରେ ସମସ୍ୟାର ନିବାରଣ ହେବ। ଉଚ୍ଚ ଅଧିକାରୀମାନଙ୍କ ସହିତ ବାଦ-ବିବାଦରେ ପଡ଼ନ୍ତୁ ନାହିଁ। ନକାରାତ୍ମକ ବିଚାରରୁ ଦୂରରେ ରୁହନ୍ତୁ।*
*✧═════•❁❀❁•═════✧*
*🌷କର୍କଟ🌷👉 : ଆଜି ବ୍ୟାପାରରେ ଲାଭ ହେବ ଏବଂ ଆୟର ସ୍ରୋତରେ ବୃଦ୍ଧି ହୋଇପାରେ। ମିତ୍ରମାନଙ୍କଠାରୁ ଲାଭ ହେବ ଏବଂ ତାଙ୍କ ସହିତ ସାକ୍ଷାତକରି ଆନନ୍ଦଲାଭ କରିବେ। ବିବାହୋତ୍ସୁକମାନଙ୍କ ପାଇଁ ବିବାହର ଯୋଗ ଭଲ ଅଛି। ଶାରୀରିକ ଏବଂ ମାନସିକ ସ୍ୱାସ୍ଥ୍ୟ ଭଲ ରହିବ।*
*✧═════•❁❀❁•═════✧*
*🌷ସିଂହ🌷👉 : ଆଜି ବ୍ୟବସାୟ କ୍ଷେତ୍ରରେ ଆପଣଙ୍କ ପ୍ରତିଭା ବଢ଼ିପାରେ। ଚାକିରିରେ ପ୍ରମୋଶନ ହୋଇପାରେ। ପିତାଙ୍କର ସଂପତ୍ତିରେ ଲାଭ ହେବ। ସରକାରଙ୍କ ସହିତ ଧନର ବ୍ୟବହାର ସଫଳ ରହିବ।ଆପଣଙ୍କ ଆତ୍ମବିଶ୍ଵାସରେ ପ୍ରତ୍ୟେକ କାର୍ଯ୍ୟ ସଫଳତାପୂର୍ବକ ସଂପନ୍ନ ହେବ।*
*✧═════•❁❀❁•═════✧*
*🌷କନ୍ୟା🌷👉 : ଆଜିର ଦିନ ବହୁତ ଶୁଭ ଅଟେ। ମିତ୍ର ଏବଂ ସମ୍ବନ୍ଧିମାନଙ୍କ ସହିତ ହୋଇଥିବା ସାକ୍ଷାତର କାରଣରୁ ଆନନ୍ଦ ମିଳିବ। ମହିଳା ମିତ୍ରମାନଙ୍କଠାରୁ ଲାଭ ହେବ ଭାଇ-ଭଉଣୀମାନଙ୍କ ଠାରୁ ଆର୍ଥିକ ଲାଭ ହେବ।ଜୀବନସାଥୀଙ୍କର ସମ୍ପୂର୍ଣ୍ଣ ସହଯୋଗ ମିଳିବ।*
*✧═════•❁❀❁•═════✧*
*🌷ତୁଳା🌷👉 : ଆଜି ଧାର୍ମିକ କାର୍ଯ୍ୟ ଏବଂ ଯାତ୍ରା ପାଇଁ ସମୟ ଅନୁକୂଳ ଅଟେ।ବାଣୀ ଉପରେ ନିୟନ୍ତ୍ରଣ ରଖିବାକୁ ଉପଦେଶ। ସରକାର ବିରୋଧୀ ପ୍ରବୃତ୍ତି ଏବଂ କ୍ରୋଧରୁ ଦୂର ରୁହନ୍ତୁ। ନୂଆ ସମ୍ବନ୍ଧ ଅନିଷ୍ଟକାରକ ହୋଇପାରେ। ପରିଜନମାନଙ୍କ ସହିତ କଳହର ପ୍ରସଙ୍ଗ ବନିପାରେ।*
*✧═════•❁❀❁•═════✧*
*🌷ବିଚ୍ଛା🌷👉 : ଆଜି ଆପଣ ମିତ୍ର ତଥା ସ୍ଵଜନମାନଙ୍କ ସହିତ କୌଣସି ମନୋରଞ୍ଜନ ସ୍ଥଳ କିମ୍ବା ପର୍ଯ୍ୟଟନ ସ୍ଥଳକୁ ଯାତ୍ରା କରି ମନ ପ୍ରସନ୍ନ ହେବ। ସମାଜରେ ମାନ-ସମ୍ମାନ ମିଳିବ।ସାମାନ୍ୟ ଦୈନିକ କାର୍ଯ୍ୟଗୁଡ଼ିକ ଭୁଲିକରି ଆମୋଦ-ପ୍ରମୋଦରେ ବୁଡ଼ି ରହିପାରନ୍ତି।*
*✧═════•❁❀❁•═════✧*
*🌷ଧନୁ🌷👉 : ପରିବାରରେ ଆନନ୍ଦର ବାତାବରଣ ରହିବ, ଯାହାଦ୍ୱାରା ଆପଣଙ୍କ ମନ ପ୍ରଫୁଲ୍ଲିତ ରହିବ। ଆପଣଙ୍କ ସ୍ଵାସ୍ଥ୍ୟ ମଧ୍ୟ ଭଲ ରହିବ। ବ୍ୟବସାୟରେ ମଧ୍ୟ ଦିନ ଲାଭଦାୟୀ ରହିବ। ସହକର୍ମିମାନଙ୍କର ସହଯୋଗ ମିଳିବ ଏବଂ ଆର୍ଥିକ ଲାଭ ହେବ। ଆପଣଙ୍କପାଇଁ ହର୍ଷୋଲ୍ଲାସର ଦିନ ରହିବ।*
*✧═════•❁❀❁•═════✧*
*🌷ମକର🌷👉 : ପାରିବାରିକ ଜୀବନରେ ଶାନ୍ତି ବନାଇ ରଖିବା ପାଇଁ ନିରର୍ଥକ ବାଦ-ବିବାଦ କରନ୍ତୁ ନାହିଁ। ଧନ ଏବଂ ପ୍ରତିଷ୍ଠାରେ ହାନି ନା ହେଉ, ଏହାର ଧ୍ୟାନ ରଖିବେ। ଅଫିସ୍ ରେ ଉଚ୍ଚ ଅଧିକାରୀମାନଙ୍କର ଅସନ୍ତୋଷର ସାମନା କରିବାକୁ ପଡ଼ିପାରେ।*
*✧═════•❁❀❁•═════✧*
*🌷କୁମ୍ଭ🌷👉 : ଆଜି ଆପଣଙ୍କ ମନ ବହୁତ ସମ୍ବେଦନଶୀଳ ରହିବ। ବିଦ୍ୟାର୍ଥିମାନଙ୍କ ପାଇଁ ସମୟ ଭଲ ଅଟେ। ଆଜିର ଆୟୋଜିତ ପ୍ରତ୍ୟେକ କାର୍ଯ୍ୟ ଭଲ ଭାବରେ ସଂପନ୍ନ ହେବ। ମହିଳାମାନଙ୍କର ସୌନ୍ଦର୍ଯ୍ୟ ପ୍ରସାଧନ ପଛରେ ଖର୍ଚ୍ଚ ହୋଇପାରେ।*
*✧═════•❁❀❁•═════✧*
*🌷ମୀନ🌷👉 : ଆବଶ୍ୟକ ନିର୍ଣ୍ଣୟଗୁଡ଼ିକ ପାଇଁ ଆଜିର ଦିନ ଅତି ଉତ୍ତମ ଅଟେ। ଆପଣଙ୍କ ସୃଜନାତ୍ମକ ଶକ୍ତିଗୁଡ଼ିକରେ ବୃଦ୍ଧି ହେବ। ବୈଚାରିକ ଦୃଢ଼ତା ଏବଂ ମାନସିକ ସ୍ଥିରତା କାରଣରୁ କାର୍ଯ୍ୟ ସଫଳତାରେ ସରଳତା ହେବ।*
*✧═════•❁❀❁•═════✧*
Thursday, January 18, 2024
COASTAL NEWS ODIA 1673 ଆଳି ତହସିଲ କର୍ମଚାରୀ ଓ ଓକିଲଙ୍କ ବନ୍ଧୁତ୍ବପୂର୍ଣ୍ଣ କ୍ରିକେଟ ମ୍ୟାଚ
ସଂକ୍ଷିପ୍ତ ଖବର
Wednesday, January 17, 2024
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ
COASTAL NEWS
ପ୍ରେମରେ ଧୋକ୍କା ପାଇଁ ଆପାର୍ଟମେଣ୍ଟରୁ ଡେଇଁ ଜୀବନ ହାରିଲେ ରାଜକନିକା ଅଞ୍ଚଳର ଇଞ୍ଜିନିୟର
Coastal news ଉପକୁଳ ସମାଚାର ପ୍ରେମରେ ଧୋକ୍କା ପାଇଁ ଆପାର୍ଟମେଣ୍ଟରୁ ଡେଇଁ ଜୀବନ ହାରିଲେ ରାଜକନିକା ଅଞ୍ଚଳର ଇଞ୍ଜିନିୟର ଭୁବନେଶ୍ଵର, (CNO) : ପାର୍ବଣ ସମୟରେ ରାଜଧା...